ନବରାତ୍ରୀର ଷଷ୍ଠ ଦିନରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ  ଦେବୀକାତ୍ୟାୟନୀଙ୍କୁ ପ୍ରାର୍ଥନା କରି ତାଙ୍କ ସମସ୍ତ ଉପାସକଙ୍କ ପାଇଁଆଶୀର୍ବାଦ ଲୋଡ଼ିଛନ୍ତି ।

ଶ୍ରୀ ମୋଦୀ ଦେବୀଙ୍କ ପ୍ରାର୍ଥନା (ସ୍ତୁତି) ମଧ୍ୟ ସେୟାର କରିଛନ୍ତି ।

ଏକ୍ସରେ ପ୍ରଧାନମନ୍ତ୍ରୀ ପୋଷ୍ଟ କରିଛନ୍ତି:

‘ନବରାତ୍ରୀର ପବିତ୍ର ଷଷ୍ଠୀରେ ମା’କାତ୍ୟାୟନୀଙ୍କୁ ମୋର ପ୍ରଣାମ ।’

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Science and the power of jan bhagidari can lead to a TB-free India

Media Coverage

Science and the power of jan bhagidari can lead to a TB-free India
NM on the go

Nm on the go

Always be the first to hear from the PM. Get the App Now!
...
Governor of Nagaland meets Prime Minister
March 24, 2026