ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଛତିଶଗଡ଼ର ଏକ ଜୈନ ମନ୍ଦିରରେ ଦିଗମ୍ବର ଜୈନ ଆଚାର୍ଯ୍ୟ ଶ୍ରୀ ବିଦ୍ୟାସାଗର ଜୀ ମହାରାଜଙ୍କ ଆଶୀର୍ବାଦ ଲୋଡ଼ିଛନ୍ତି ।

 

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:

 

‘ଛତିଶଗଡ଼ର ଡୋଙ୍ଗରଗଡ଼ରେ ଚନ୍ଦ୍ରଗିରି ଜୈନ ମନ୍ଦିରରେ ଆଚାର୍ଯ୍ୟ ଶ୍ରୀ ୧୦୮ ବିଦ୍ୟାସାଗର ଜୀ ମହାରାଜ ଜୀଙ୍କ ଆଶୀର୍ବାଦ ପାଇଁ ନିଜକୁ ଧନ୍ୟ ମନେକରୁଛି ।’

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Budget 2026 proposes seven high-speed rail corridors linking growth cities

Media Coverage

Budget 2026 proposes seven high-speed rail corridors linking growth cities
NM on the go

Nm on the go

Always be the first to hear from the PM. Get the App Now!
...
Chief Minister of Haryana meets Prime Minister Narendra Modi 2nd Feb 2026
February 02, 2026

Chief Minister of Haryana, Shri Nayab Saini met the Prime Minister, Shri Narendra Modi, at New Delhi, today.

The Prime Minister posted on X:

"Chief Minister of Haryana, Shri @NayabSainiBJP met Prime Minister @narendramodi."

@cmohry