ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଆସନ୍ତାକାଲି ପୂର୍ବାହ୍ନ ୧୦ଟା ବେଳେ ଦିଲ୍ଲୀ ଠାରେ ବିଶ୍ୱ ବୌଦ୍ଧ ଶିଖର ସମ୍ମିଳନୀକୁ ସମ୍ବୋଧିତ କରିବେ ।

ପ୍ରଧାନମନ୍ତ୍ରୀ ପତ୍ର ସୂଚନା କାର୍ଯ୍ୟାଳୟ ଦ୍ୱାରା ପ୍ରସ୍ତୁତ ହୋଇଥିବା ଏକ ପୁସ୍ତକ ଶେୟାର କରିଛନ୍ତି, ଯାହା ପ୍ରଧାନମନ୍ତ୍ରୀଙ୍କ ଭାଷଣ ଓ ଭଗବାନ ବୁଦ୍ଧ ତଥା ବୌଦ୍ଧ ବିଚାରଧାରା ସମ୍ପର୍କରେ ତାଙ୍କ ଉଦ୍ଧୃତିଗୁଡିକର ସଂକଳନ ।

ପତ୍ର ସୂଚନା କାର୍ଯ୍ୟାଳୟର ଟ୍ୱିଟର ଉଦ୍ଧୃତି ଦେଇ ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

“ଆସନ୍ତାକାଲି, ଏପ୍ରିଲ ୨୦ ପୂର୍ବାହ୍ନ ୧୦ଟା ବେଳେ ଦିଲ୍ଲୀ ଠାରେ ବିଶ୍ୱ ବୌଦ୍ଧ ଶିଖର ସମ୍ମିଳନୀକୁ ସମ୍ବୋଧିତ କରିବି । ଏହି ସମ୍ମିଳନୀ ଭଗବାନ ବୁଦ୍ଧଙ୍କ ଆଦର୍ଶକୁ ଜନପ୍ରିୟ କରିବା ପାଇଁ ଉଦ୍ୟମ ଜାରି ରଖିଥିବା ବ୍ୟକ୍ତିବିଶେଷଙ୍କୁ ଗୋଟିଏ ମଂଚକୁ ଆଣିପାରିଛି ।”

ଏହି ପୁସ୍ତିକାକୁ ଦେଖିପାରିବେ-

ଇଂରାଜୀ ପୁସ୍ତିକା

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
IIT Delhi tops India in QS Rankings 2027; 52 Indian institutions feature

Media Coverage

IIT Delhi tops India in QS Rankings 2027; 52 Indian institutions feature
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁନ 18, 2026
June 18, 2026

PM Modi’s Leadership Delivers: Electronic Interlocking, Semiconductor Push & Tariff-Free UK Access