ସେୟାର
 
Comments

ରାଜ୍ୟର କେତେକାଂଶରେ ଦେଖାଦେଇଥିବା ଭୂମିକମ୍ପ ନେଇ ଆସାମ ମୁଖ୍ୟମନ୍ତ୍ରୀ ଶ୍ରୀ ସର୍ବାନନ୍ଦ ସୋନୋୱାଲଙ୍କ ସହ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କଥା ହୋଇଛନ୍ତି ।

ଏକ ଟ୍ଵିଟ୍ ମାଧ୍ୟମରେ ଶ୍ରୀ ମୋଦୀ କହିଛନ୍ତି:

“ଆସାମର କେତେକାଂଶରେ ଦେଖାଦେଇଥିବା ଭୂମିକମ୍ପ ବିଷୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ସର୍ବାନନ୍ଦ ସୋନୋୱାଲଙ୍କ ସହ କଥା ହେଲି । କେନ୍ଦ୍ର ତରଫରୁ ସମସ୍ତ ପ୍ରକାରର ସମ୍ଭାବ୍ୟ ସହାୟତା ପ୍ରଦାନ କରିବା ନେଇ ସୁନିଶ୍ଚିତ କରାଇଲି । ଆସାମବାସୀଙ୍କ ମଙ୍ଗଳ ପାଇଁ ମୁଁ ପ୍ରାର୍ଥନା କରୁଛି” ।

20ଟି ଫୋଟଚିତ୍ର 20 ବର୍ଷର ସେବା ଓ ସମର୍ପଣର ବ୍ୟାଖ୍ୟା କରୁଛି
Explore More
ଆମକୁ ‘ଚଳେଇ ନେବା’ ମାନସିକତାକୁ ଛାଡି  'ବଦଳିପାରିବ' ମାନସିକତାକୁ ଆଣିବାକୁ ପଡ଼ିବ :ପ୍ରଧାନମନ୍ତ୍ରୀ ମୋଦୀ

ଲୋକପ୍ରିୟ ଅଭିଭାଷଣ

ଆମକୁ ‘ଚଳେଇ ନେବା’ ମାନସିକତାକୁ ଛାଡି 'ବଦଳିପାରିବ' ମାନସିକତାକୁ ଆଣିବାକୁ ପଡ଼ିବ :ପ୍ରଧାନମନ୍ତ୍ରୀ ମୋଦୀ
What PM Gati Shakti plan means for the nation

Media Coverage

What PM Gati Shakti plan means for the nation
...

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅକ୍ଟୋବର 25, 2021
October 25, 2021
ସେୟାର
 
Comments

Citizens lauded PM Modi on the launch of new health infrastructure and medical colleges.

Citizens reflect upon stories of transformation under the Modi Govt