ସେୟାର
 
Comments
କେରଳରେ ପ୍ରବଳ ବର୍ଷା ଓ ଭୂସ୍ଖଳନ ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ପ୍ରଧାନମନ୍ତ୍ରୀ ଶୋକ ବ୍ୟକ୍ତ କରିଛନ୍ତି

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କେରଳର ମୁଖ୍ୟମନ୍ତ୍ରୀ ଶ୍ରୀ ପିନାରାଇ ବିଜୟନଙ୍କ ସହ କଥା ହୋଇଛନ୍ତି ଏବଂ କେରଳରେ ପ୍ରବଳ ବର୍ଷା ଓ ଭୂସ୍ଖଳନ ପରିସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି । କେରଳରେ ପ୍ରବଳ ବର୍ଷା ଓ ଭୂସ୍ଖଳନ ଯୋଗୁଁ ଲୋକେ ପ୍ରାଣ ହରାଇଥିବାରୁ ପ୍ରଧାନମନ୍ତ୍ରୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“କେରଳର ମୁଖ୍ୟମନ୍ତ୍ରୀ ଶ୍ରୀ ପିନାରାଇ ବିଜୟନଙ୍କ ସହ କେରଳରେ ପ୍ରବଳ ବର୍ଷା ଓ ଭୂସ୍ଖଳନ ପରିସ୍ଥିତି ସମ୍ପର୍କରେ ଆଲୋଚନା କରିଛି । ଆହତ ତଥା ପ୍ରଭାବିତ ଲୋକଙ୍କୁ ସହାୟତା କରିବା ପାଇଁ ଅଧିକାରୀମାନେ କ୍ଷେତ୍ର ସ୍ତରରେ କାର୍ଯ୍ୟ କରୁଛନ୍ତି । ମୁଁ ସମସ୍ତଙ୍କ ସୁରକ୍ଷା ଏବଂ ସୁସ୍ଥତା ପାଇଁ ପ୍ରାର୍ଥନା କରୁଛି ।

ଦୁଃଖର  ବିଷୟ  ଯେ  କେରଳରେ  ପ୍ରବଳ ବର୍ଷା ଓ ଭୂସ୍ଖଳନ ଯୋଗୁଁ କିଛି ଲୋକ ପ୍ରାଣ ହରାଇଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ।”

 

ପ୍ରଧାନମନ୍ତ୍ରୀ ମୋଦୀଙ୍କ 'ମନ କି ବାତ' ପାଇଁ ଆପଣଙ୍କ ବିଚାର ଏବଂ ଅନ୍ତର୍ଦୃଷ୍ଟି ପଠାନ୍ତୁ !
21 Exclusive Photos of PM Modi from 2021
Explore More
ଉତରପ୍ରଦେଶର ବାରଣାସୀରେ କାଶୀ ବିଶ୍ୱନାଥ ଧାମର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

ଲୋକପ୍ରିୟ ଅଭିଭାଷଣ

ଉତରପ୍ରଦେଶର ବାରଣାସୀରେ କାଶୀ ବିଶ୍ୱନାଥ ଧାମର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
Budget Expectations | 75% businesses positive on economic growth, expansion, finds Deloitte survey

Media Coverage

Budget Expectations | 75% businesses positive on economic growth, expansion, finds Deloitte survey
...

Nm on the go

Always be the first to hear from the PM. Get the App Now!
...
Social Media Corner 17th January 2022
January 17, 2022
ସେୟାର
 
Comments

FPIs invest ₹3,117 crore in Indian markets in January as a result of the continuous economic comeback India is showing.

Citizens laud the policies and reforms by the Indian government as the country grows economically stronger.