Emphasizes need for concerted efforts for early resolution of security and humanitarian situation

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୋର୍ଡାନର ରାଜା ଅବଦୁଲ୍ଲା ଦ୍ୱିତୀୟଙ୍କ ସହ ଆଲୋଚନା କରିଛନ୍ତି ଯେଉଁଠାରେ ସେମାନେ ପଶ୍ଚିମ ଏସିଆ ଅଞ୍ଚଳର ବିକାଶ ଉପରେ ମତ ବିନିମୟ କରିଛନ୍ତି । ଆତଙ୍କବାଦ, ହିଂସା ଏବଂ ସାଧାରଣ ନାଗରିକ ମାନଙ୍କ ଜୀବନ ହାନିକୁ ନେଇ ଶ୍ରୀ ମୋଦୀ ଚିନ୍ତା ବ୍ୟକ୍ତ କରିବା ସହ ସୁରକ୍ଷା ଏବଂ ମାନବୀୟ ପରିସ୍ଥିତିର ଶୀଘ୍ର ସମାଧାନ ପାଇଁ ମିଳିତ ଉଦ୍ୟମର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ ।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:

ଜେର୍ଡାନର ରାଜା ଅବଦୁଲ୍ଲା ଦ୍ୱିତୀୟଙ୍କ ସହ ଆଲୋଚନା ହୋଇଛି । ପଶ୍ଚିମ ଏସିଆ ଅଞ୍ଚଳର ବିକାଶ ଉପରେ ମତ ବିନିମୟ କରିଥିଲୁ । ଆତଙ୍କବାଦ, ହିଂସା ଏବଂ ସାଧାରଣ ନାଗରିକ ମାନଙ୍କ ଜୀବନ ହାନିକୁ ନେଇ ଆମେ ଚିନ୍ତା ବ୍ୟକ୍ତ କରୁଛୁ । ନିରାପତ୍ତା ଓ ମାନବିକ ପରିସ୍ଥିତିର ଶୀଘ୍ର ସମାଧାନ ପାଇଁ ମିଳିତ ପ୍ରୟାସର ଆବଶ୍ୟକତା ରହିଛି ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
'Strategic partnership' to 'Cooperation in AI': Six major outcomes of PM Modi's historic Sweden visit - Check

Media Coverage

'Strategic partnership' to 'Cooperation in AI': Six major outcomes of PM Modi's historic Sweden visit - Check
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମେ 18, 2026
May 18, 2026

Norway to Netherlands: PM Modi's Leadership Turns Heritage, Honors & High-Tech Deals into India's Global Momen