ୟୁଏଇ ରାଷ୍ଟ୍ରପତି ଭାରତର ଚନ୍ଦ୍ରଯାନ-୩ ମିଶନର ସଫଳତା ପାଇଁ ଶୁଭକାମନା ଜଣାଇଛନ୍ତି
ପ୍ରଧାନମନ୍ତ୍ରୀ ତାଙ୍କୁ ଧନ୍ୟବାଦ ଦେଲେ ଏବଂ ଜି-୨୦ ସମ୍ମିଳନୀରେ ତାଙ୍କୁ ସ୍ୱାଗତ କରିବାକୁ ଉତ୍ସୁକ ଥିବା ଜଣାଇଲେ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ୟୁଏଇ ରାଷ୍ଟ୍ରପତି ଶେଖ୍ ମହମ୍ମଦ ବିନ୍ ଜାୟେଦ ଅଲ୍ ନାହୟନଙ୍କ ସହ ଫୋନରେ କଥା ହୋଇଛନ୍ତି ।

ୟୁଏଇ ରାଷ୍ଟ୍ରପତି ଭାରତର ଚନ୍ଦ୍ରଯାନ-୩ ମିଶନ ସଫଳତା ପାଇଁ ପ୍ରଧାନମନ୍ତ୍ରୀ ଏବଂ ଭାରତର ଲୋକଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଏଥିପାଇଁ ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି ଏବଂ ଚନ୍ଦ୍ରଯାନ ସଫଳତା ସମଗ୍ର ମାନବିକତା ବିଶେଷ କରି ଗ୍ଲୋବାଲ ସାଉଥର ସଫଳତା ବୋଲି କହିଛନ୍ତି ।

ପ୍ରଧାନମନ୍ତ୍ରୀ ତାଙ୍କୁ ଆସନ୍ତା ମାସରେ ହେବାକୁ ଥିବା ଜି-୨୦ ସମ୍ମିଳନୀ ପାଇଁ ଭାରତରେ ସ୍ୱାଗତ କରିବାକୁ ଉତ୍ସୁକ ଥିବା କହିଛନ୍ତି ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Operation Sagar Bandhu: India provides assistance to restore road connectivity in cyclone-hit Sri Lanka

Media Coverage

Operation Sagar Bandhu: India provides assistance to restore road connectivity in cyclone-hit Sri Lanka
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଡିସେମ୍ବର 5, 2025
December 05, 2025

Unbreakable Bonds, Unstoppable Growth: PM Modi's Diplomacy Delivers Jobs, Rails, and Russian Billions