ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନେଦରଲାଣ୍ଡର ପ୍ରଧାନମନ୍ତ୍ରୀ ରବ ଜେଟେନଙ୍କ ସହ କଥା ହୋଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି, “ଆମେ ଭାରତ-ନେଦରଲାଣ୍ଡ ସମ୍ପର୍କକୁ ଆହୁରି ମଜବୁତ କରିବାକୁ ଆଲୋଚନା କରିଛୁ । ସେମି କଣ୍ଡକ୍ଟର, ମେଗା ଜଳପ୍ରକଳ୍ପ, ସବୁଜ ହାଇଡ୍ରୋଜେନ ଏବଂ ପ୍ରତିଭା ଗତିଶୀଳତା ଭଳି କ୍ଷେତ୍ରରେ ଆମର ସହଭାଗିତାର ସମ୍ଭାବନା ଉପରେ ଆଲୋକପାତ କରିଛୁ ।” ପଶ୍ଚିମ ଏସିଆ କ୍ଷେତ୍ରରେ ଶାନ୍ତି ଏବଂ ସ୍ଥିରତାର ଶୀଘ୍ର ପୁନଃସ୍ଥାପନର ଆବଶ୍ୟକତାକୁ ଶ୍ରୀ ମୋଦୀ ଦୋହରାଇଛନ୍ତି ।

ଶ୍ରୀ ମୋଦୀ ଏକ୍ସ ରେ ପୋଷ୍ଟ କରିଛନ୍ତି, “ନେଦରଲାଣ୍ଡର ପ୍ରଧାନମନ୍ତ୍ରୀ ରବ ଜେଟେନଙ୍କ ସହ କଥା ହୋଇ ଖୁସି ହେଲି । ଆମେ ଭାରତ-ନେଦରଲାଣ୍ଡ ସମ୍ପର୍କକୁ ଆହୁରି ମଜବୁତ କରିବାର ଉପାୟ ଉପରେ ଆଲୋଚନା କରିଛୁ ।

ସେମି କଣ୍ଡକ୍ଟର, ମେଗା ଜଳପ୍ରକଳ୍ପ, ସବୁଜ ହାଇଡ୍ରୋଜେନ ଏବଂ ପ୍ରତିଭାର ଗତିଶୀଳତା ଭଳି କ୍ଷେତ୍ରରେ ସମ୍ଭାବନା ଉପରେ ଆଲୋକପାତ କରିଛୁ ।

ପଶ୍ଚିମ ଏସିଆର ପରିସ୍ଥିତି ଉପରେ ମଧ୍ୟ ମତ ବିନିମୟ କରିଛନ୍ତି ଏବଂ ଏହି କ୍ଷେତ୍ରରେ ଶାନ୍ତି ଓ ସ୍ଥିରତା ଶୀଘ୍ର ପୁନଃସ୍ଥାପନର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଛୁ ।”

@MinPres

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
PM Modi’s FTA push: Why India’s MSMEs now have a bigger export opportunity

Media Coverage

PM Modi’s FTA push: Why India’s MSMEs now have a bigger export opportunity
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 17, 2026
August 17, 2026

India Ascendant: Citizens Hail PM Modi's Vision and India’s Multi-Sectoral Growth