ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭୂମିକମ୍ପ ବିପଦ ମଧ୍ୟରେମିଆଁମାରର ବରିଷ୍ଠ ଜେନେରାଲ ମିନ୍ ଅଙ୍ଗ୍ ହ୍ଲାଇଙ୍ଗଙ୍କ ସହ କଥାହୋଇଛନ୍ତି । ଏହି ଆହ୍ୱାନ ସମୟରେ ମିଆଁମାର ସହିତ ଏକତାର ସହଠିଆ ହେବା ପାଇଁ ଏକ ଘନିଷ୍ଠ ବନ୍ଧୁ ଏବଂ ପଡୋଶୀ ଭାବରେଭାରତର ଦୃଢ଼ ପ୍ରତିବଦ୍ଧତାକୁ ପୁନଃ ଦୋହରାଇଛନ୍ତି । ଏହି ବିପର୍ଯ୍ୟୟସମୟରେ ପ୍ରଭାବିତ ଅଞ୍ଚଳଗୁଡିକୁ ତୁରନ୍ତ ରିଲିଫ ଏବଂ ସହାୟତାପ୍ରଦାନ କରିବା ପାଇଁ ଭାରତ ସରକାର ଏକ ପଦକ୍ଷେପ ଭାବରେଅପରେସନ୍ ବହ୍ମା ଆରମ୍ଭ କରିଛି ।

ଏକ୍ସରେ ଏକ ପୋଷ୍ଟରେ ସେ ଲେଖିଛନ୍ତି:

“ମିଆଁମାରର ବରିଷ୍ଠ ଜେନେରାଲ ମହାଶୟ ମିନ୍ ଅଙ୍ଗ ହ୍ଲାଇଙ୍ଗଙ୍କ ସହକଥା ହୋଇଛି । ବିନାଶକାରୀ ଭୂମିକମ୍ପରେ ହୋଇଥିବା ପ୍ର୍ରାଣହାନିପାଇଁ ଆମର ଗଭୀର ସମବେଦନା ଜଣାଇଛି । ଏକ ଘନିଷ୍ଠ ବନ୍ଧୁ ଏବଂପଡୋଶୀ ଭାବରେ, ଭାରତ ଏହି ଦୁଃଖ ସମୟରେ ମିଆଁମାର ଲୋକଙ୍କସହିତ ରହିଛି । ଅପରେସନ୍ ବ୍ରହ୍ମାର ଅଂଶ ଭାବରେ ପ୍ରଭାବିତଅଞ୍ଚଳଗୁଡିକୁ ବିପର୍ଯ୍ୟୟ ରିଲିଫ୍ ସାମଗ୍ରୀ, ମାନବୀୟ ସହାୟତା, ସନ୍ଧାନ ଏବଂ ଉଦ୍ଧାରକାରୀ ଦଳଗୁଡିକୁ ଦ୍ରୁତ ଗତିରେ ପଠାଯାଉଛି ।”

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Tractor sales cross 10 lakh mark in FY26 on strong rural demand, GST cut

Media Coverage

Tractor sales cross 10 lakh mark in FY26 on strong rural demand, GST cut
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଏପ୍ରିଲ 12, 2026
April 12, 2026

Trust, Technology & Transformation: How India is Building a Viksit Bharat Under PM Modi