ଏଭଳି ହିଂସାକାଣ୍ଡ ଭାରତର ସଂକଳ୍ପକୁ କେବେ ବି ଦୁର୍ବଳ କରିବ ନାହିଁ। କାନାଡା ସରକାର ନ୍ୟାୟ ସୁନିଶ୍ଚିତ କରିବା ସହ ଆଇନର ଶାସନ ବଜାୟ ରଖିବେ ବୋଲି ଆମେ ଆଶା କରୁଛୁ: ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନିକଟରେ କାନାଡାର ଏକ ହିନ୍ଦୁ ମନ୍ଦିର ଉପରେ ହୋଇଥିବା ଆକ୍ରମଣ ଏବଂ ଭାରତୀୟ କୂଟନୀତିଜ୍ଞମାନଙ୍କୁ ଭୟଭୀତ କରିବାର ପ୍ରୟାସକୁ ଦୃଢ଼ ନିନ୍ଦା କରିଛନ୍ତି। ଭାରତର ଦୃଢ଼ ସଂକଳ୍ପ ଉପରେ ଗୁରୁତ୍ୱାରୋପ କରି ସେ ନ୍ୟାୟ ସୁନିଶ୍ଚିତ କରିବା ଏବଂ ଆଇନର ଶାସନକୁ ବଜାୟ ରଖିବାକୁ କାନାଡା ସରକାରଙ୍କୁ ଆହ୍ୱାନ ଦେଇଛନ୍ତି ।

ଏକ୍ସରେ ପୋଷ୍ଟ କରିଥିବା ନିଜ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି:

କାନାଡ଼ାର ଏକ ହିନ୍ଦୁ ମନ୍ଦିର ଉପରେ ଯୋଜନାବଦ୍ଧ ଆକ୍ରମଣକୁ ମୁଁ ଦୃଢ଼ ନିନ୍ଦା କରୁଛି। ଆମ କୂଟନୀତିଜ୍ଞମାନଙ୍କୁ ଭୟଭୀତ କରିବାର କାପୁରୁଷତାପୂର୍ଣ୍ଣ ପ୍ରୟାସ ମଧ୍ୟ ସେତିକି ଉଦବେଗଜନକ। ଏଭଳି ହିଂସାକାଣ୍ଡ ଭାରତର ସଂକଳ୍ପକୁ କେବେ ବି ଦୁର୍ବଳ କରିବ ନାହିଁ। କାନାଡା ସରକାର ନ୍ୟାୟ ସୁନିଶ୍ଚିତ କରିବେ ଏବଂ ଆଇନର ଶାସନକୁ ବଜାୟ ରଖିବେ ବୋଲି ଆମେ ଆଶା କରୁଛୁ ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Led by iPhones, ‘Made in India’ smartphone exports grow 28% y-o-y in CY25: Counterpoint

Media Coverage

Led by iPhones, ‘Made in India’ smartphone exports grow 28% y-o-y in CY25: Counterpoint
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଏପ୍ରିଲ 24, 2026
April 24, 2026

Made in India, Built for 2047: PM Modi’s Reforms Turning Rural Hope into National Strength