ଜମ୍ମୁ-କାଶ୍ମୀରର ପହଲଗାଓଁରେ ଆଜି ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କଠୋର ଶବ୍ଦରେ ନିନ୍ଦା କରିଛନ୍ତି । ସେ କହିଛନ୍ତି, “ଏହି ଘୃଣ୍ୟ କାର୍ଯ୍ୟ ପାଇଁ ଦାୟୀ ବ୍ୟକ୍ତିମାନଙ୍କୁ ଆଇନ ପରିସରକୁ ଅଣାଯିବ । ସେମାନଙ୍କୁ ଛଡ଼ାଯିବ ନାହିଁ । ସେମାନଙ୍କ ମନ୍ଦ ଉଦେ୍ଦଶ୍ୟ କଦାଚିତ ସଫଳ ହେବନାହିଁ । ଆତଙ୍କବାଦୀଙ୍କ ସହ ଲଢ଼ିବା ପାଇଁ ଆମର ସଂକଳ୍ପ ଆହୁରି ଦୃଢ଼ ହେବ ।”

ପ୍ରଧାନମନ୍ତ୍ରୀ ଏକ୍ସ ର ଏକ ପୋଷ୍ଟରେ କହିଛନ୍ତି,

“ଜମ୍ମୁ-କାଶ୍ମୀରର ପହଲଗାଓଁରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ କଡ଼ା ଶବ୍ଦରେ ନିନ୍ଦା କରୁଛି । ନିଜ ପ୍ରିୟଜନଙ୍କୁ ଯେଉଁମାନେ ହରାଇଛନ୍ତି ସେମାନଙ୍କ ପ୍ରତି ଗଭୀର ସମ୍ବେଦନା । ଆହତ ବ୍ୟକ୍ତିମାନେ ଶୀଘ୍ର ସୁସ୍ଥ ହେହାଇଯାଆନ୍ତୁ ବୋଲି ପ୍ରାର୍ଥନା କରୁଛି । ପ୍ରଭାବିତ ଲୋକଙ୍କୁ ଯଥାସମ୍ଭବ ସହାୟତା ପ୍ରଦାନ କରାଯାଉଛି ।

ଏହି ଜଘନ୍ୟ କାଣ୍ଡ ପଛରେ ଯେଉଁମାନେ ଅଛନ୍ତି ସେମାନଙ୍କୁ ଆଇନର କାଠଗଡ଼ା ଭିତରକୁ ଅଣାଯିବ..ସେମାନଙ୍କୁ କ୍ଷମା ଦିଆଯିବ ନାହିଁ । ସେମାନଙ୍କ ମନ୍ଦ ଉଦେ୍ଦଶ୍ୟ କଦାଚିତ ସଫଳ ହେବନାହିଁ । ଆତଙ୍କବାଦୀଙ୍କ ସହ ଆମର ଲଢ଼େଇ ଅଦମ୍ୟ ଏବଂ ଏହା ଆହୁରି ମଜବୁତ ହେବ ।”

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Khichdi To Moringa Paratha: 7 Traditional Foods PM Modi Loves

Media Coverage

Khichdi To Moringa Paratha: 7 Traditional Foods PM Modi Loves
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 26, 2026
August 26, 2026

Accountability Meets Ambition: Record Low NPAs, Record Defence Output, Record Digital Adoption Under the Leadership of PM Modi