ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଜୁଲାଇ ୧୪ରେ ଫ୍ରାନ୍ସର ବାସ୍ତିଲ ଦିବସ ସମାରୋହରେ ସମ୍ମାନିତ ଅତିଥି ହେବେ ।

ଫ୍ରାନ୍ସ ରାଷ୍ଟ୍ରପତି ମହାମହିମ ଇମାନୁଏଲ ମାକ୍ରନଙ୍କ ଟ୍ୱିଟ ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

“ଧନ୍ୟବାଦ ମୋର ବନ୍ଧୁ @EmmanuelMacron! ବାସ୍ତିଲ ଦିବସ ଓ ଆପଣ ତଥା ଫ୍ରେଞ୍ଚ ଲୋକଙ୍କ ସହ ଆମ ରଣନୈତିକ ଭାଗିଦାରୀ ସମାରୋହ ପାଳନ ପାଇଁ ଆଶାବାଦୀ ।”

"Merci mon ami @EmmanuelMacron ! Je me réjouis de fêter le 14 juillet et notre partenariat stratégique avec toi et le peuple français."

 

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Why Amazon, Microsoft, Google are pouring $57 billion to build AI infrastructure in India

Media Coverage

Why Amazon, Microsoft, Google are pouring $57 billion to build AI infrastructure in India
NM on the go

Nm on the go

Always be the first to hear from the PM. Get the App Now!
...
Prime Minister shares Sanskrit Subhashitam emphasising on unity and mutual harmony
June 26, 2026

The Prime Minister, Shri Narendra Modi today shared Sanskrit Subhashitam emphasising that one should always work together with unity and mutual harmony.

The Prime Minister shared a Sanskrit verse-

“सङ्गच्छध्वं संवदध्वं
सं वो मनांसि जानताम्।

देवा भागं यथा पूर्वे
सञ्जानाना उपासते॥

Shri Modi posted on X:

सङ्गच्छध्वं संवदध्वं
सं वो मनांसि जानताम्।

देवा भागं यथा पूर्वे
सञ्जानाना उपासते॥