ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ସିଙ୍ଗାପୁରର ପ୍ରଧାନମନ୍ତ୍ରୀ ଶ୍ରୀ ଲରେନ୍ସ ୱଙ୍ଗଙ୍କୁ ଭାରତ ପ୍ରତି ଆସ୍ଥା ପ୍ରକଟ କରିଥିବାରୁ ଧନ୍ୟବାଦ ଜଣାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି ଯେ, ଏକ ବିକଶିତ ଭାରତ ନିର୍ମାଣ ଦିଗରେ ଆମର ଯାତ୍ରାରେ ସିଙ୍ଗାପୁର ଏକ ମୂଲ୍ୟବାନ ସହଯୋଗୀ ।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି;

“ଭାରତ ପ୍ରତି ଆସ୍ଥା ପ୍ରକଟ କରିଥିବାରୁ ପ୍ରଧାନମନ୍ତ୍ରୀ ୱଙ୍ଗ, ଆପଣଙ୍କୁ ଧନ୍ୟବାଦ !

ଏକ ବିକଶିତ ଭାରତ ନିର୍ମାଣ ଦିଗରେ ଆମର ଯାତ୍ରାରେ ସିଙ୍ଗାପୁର ଏକ ଗୁରୁତ୍ୱପୂର୍ଣ୍ଣ ସହଯୋଗୀ । ଆମେ ଉନ୍ନତ ଉତ୍ପାଦନ, ଦକ୍ଷତା ଏବଂ ଡିଜିଟାଲ ଫ୍ରେମୱାର୍କ ଉପରେ ଧ୍ୟାନ ଦେବା ସହ ଆମର ବ୍ୟାପକ ରଣନୈତିକ ସହଭାଗୀତା ପାଇଁ ରୋଡମ୍ୟାପର ଦ୍ରୁତ କାର୍ଯ୍ୟାନ୍ୱୟନ ନିମନ୍ତେ ପ୍ରତିବଦ୍ଧ।”

@LawrenceWongST

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India car sales to hit 4.7 million in FY26 despite bumps

Media Coverage

India car sales to hit 4.7 million in FY26 despite bumps
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 16, 2026
March 16, 2026

Thoughtful Strength: Balancing Security, Growth, and Autonomy Under PM Modi's Leadership