ସେୟାର
 
Comments

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାମ ନବମୀ ଅବସରରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୧୦ ଏପ୍ରିଲ, ୨୦୨୨ ରେ ଗୁଜରାଟର ଜୁନାଗଡର ଗାଥିଲା ସ୍ଥିତ ଉମିୟା ମାତା ମନ୍ଦିରର ୧୪ ତମ ପ୍ରତିଷ୍ଠା ଦିବସ ପାଳନକୁ ସମ୍ବୋଧିତ କରିବେ ।

୨୦୦୮ ମସିହାରେ ଗୁଜୁରାଟର ମୁଖ୍ୟମନ୍ତ୍ରୀ ଥିବାବେଳେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଏହି ମନ୍ଦିରର ଉଦଘାଟନ କରିଥିଲେ । ୨୦୦୮ ରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଦିଆଯାଇଥିବା ପରାମର୍ଶକୁ ଆଧାର କରି ମନ୍ଦିର ଟ୍ରଷ୍ଟ ଏହାର କାର୍ଯ୍ୟ ପରିସରକୁ ବିଭିନ୍ନ ସାମାଜିକ ତଥା ସ୍ୱାସ୍ଥ୍ୟ ସମ୍ବନ୍ଧୀୟ କାର୍ଯ୍ୟକଳାପରେ ସମ୍ପ୍ରସାରିତ କରିଛି ଯେପରିକି ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ରୋଗୀଙ୍କ ପାଇଁ ମାଗଣା ମୋତିଆବିନ୍ଦୁ ଅସ୍ତ୍ରୋପଚାର ଏବଂ ମାଗଣା ଆୟୁର୍ବେଦିକ ଔଷଧ ଯୋଗାଣ ଇତ୍ୟାଦି ।

ଉମିୟା ମାଙ୍କୁ କାଦଭା ପାଟିଦାରଙ୍କ ବଂଶ-ଦେବତା ବା କୁଳଦେବୀ ଭାବରେ ବିବେଚନା କରାଯାଏ ।

 

Explore More
୭୬ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଲାଲକିଲ୍ଲାର ପ୍ରାଚୀରରୁ ରାଷ୍ଟ୍ର ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୬ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଲାଲକିଲ୍ଲାର ପ୍ରାଚୀରରୁ ରାଷ୍ଟ୍ର ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India's forex reserves rise $12.8 billion to 6-week high of $572.8 billion

Media Coverage

India's forex reserves rise $12.8 billion to 6-week high of $572.8 billion
...

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 24, 2023
March 24, 2023
ସେୟାର
 
Comments

Citizens Shower Their Love and Blessings on PM Modi During his Visit to Varanasi

Modi Government's Result-oriented Approach Fuelling India’s Growth Across Diverse Sectors