ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ ୧୦, ୨୦୨୨ ପୂର୍ବାହ୍ନ ୧୧.୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏକ ପ୍ରାକୃତିକ କୃଷି ସମ୍ମେଳନରେ ଉଦବୋଧନ ଦେବେ ।

ଆଜାଦି କେ ଅମ୍ରିତ ମହୋତ୍ସବ ଅନ୍ତର୍ଗତ ମାର୍ଚ୍ଚ, ୨୦୨୨ରେ ଗୁଜୁରାଟ ପଞ୍ଚାୟତ ମହାସମ୍ମେଳନରେ ବକ୍ତବ୍ୟ ପ୍ରଦାନ ଅବସରରେ ପ୍ରତି ଗାଁରୁ ଅତିକମରେ ୭୫ ଚାଷୀ ପ୍ରାକୃତିକ କୃଷି ଆପଣାଇବାକୁ ପ୍ରଧାନମନ୍ତ୍ରୀ ଆହ୍ୱାନ ଦେଇଥିଲେ । ପ୍ରଧାନମନ୍ତ୍ରୀଙ୍କ ଏହି ଦୃଷ୍ଟିଭଙ୍ଗୀ ଦ୍ୱାରା ପ୍ରେରିତ ହୋଇ ସୁରତ ଜିଲ୍ଲା ପକ୍ଷରୁ ପ୍ରାକୃତିକ କୃଷିକୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ କୃଷକ ଗୋଷ୍ଠୀ, ନିର୍ବାଚିତ ପ୍ରତିନିଧି, କୃଷି ଉତ୍ପାଦ ବିପଣନ ସମିତି (ଏପିଏମସି), ସମବାୟ, ବ୍ୟାଙ୍କ ଆଦିକୁ ସମ୍ବେଦନଶୀଳ ତଥା ପ୍ରୋତ୍ସାହିତ କରିବାକୁ ମିଳିତ ଓ ସମନ୍ୱିତ ପ୍ରୟାସ ହୋଇଥିଲା । ଫଳସ୍ୱରୂପ, ପ୍ରତି ଗ୍ରାମ ପଞ୍ଚାୟତରୁ ଅତିକମରେ ୭୫ ଚାଷୀ ଚିହ୍ନଟ କରି ପ୍ରାକୃତିକ କୃଷି ଆପଣାଇବା ପାଇଁ ସେମାନଙ୍କୁ ପ୍ରୋତ୍ସାହିତ ଓ ପ୍ରଶିକ୍ଷଣ ଦିଆଯାଇଥିଲା । ଚାଷୀମାନଙ୍କୁ ୯୦ଟି ଭିନ୍ନ ଭିନ୍ନ ଗୋଷ୍ଠୀରେ ପ୍ରଶିକ୍ଷଣ ଦିଆଯାଇଥିଲା । ଫଳରେ ଜିଲ୍ଲାର ୪୧ ହଜାରରୁ ଅଧିକ ଚାଷୀଙ୍କୁ ପ୍ରଶିକ୍ଷିତ କରା ଯାଇପାରିଥିଲା ।

ଗୁଜୁରାଟର ସୁରତ ଠାରେ ଆୟୋଜିତ ହେଉଥିବା ଏହି ସମ୍ମିଳନୀରେ ପ୍ରାକୃତିକ କୃଷିକୁ ଆପଣାଇ ସଫଳତା ପାଇଥିବା ହଜାର ହଜାର ଚାଷୀ ଓ ହିତଧାରକ ଭାଗ ନେବେ । ଗୁଜୁରାଟ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ମଧ୍ୟ ସମ୍ମିଳନୀରେ ଯୋଗ ଦେବେ ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India expands export reach, enters new global markets: Yashvir Singh, Department of Commerce Additional Secretary

Media Coverage

India expands export reach, enters new global markets: Yashvir Singh, Department of Commerce Additional Secretary
NM on the go

Nm on the go

Always be the first to hear from the PM. Get the App Now!
...
Prime Minister Narendra Modi shares a Sanskrit Subhashitam highlighting agriculture and crops as the foundation of human life
June 11, 2026

Prime Minister Shri Narendra Modi shared a Sanskrit Subhashitam today highlighting that agriculture is not merely a means of livelihood, but the fundamental basis of the nourishment of society and the nation.

The Prime Minister posted on X:

"कृषि केवल जीविका का साधन नहीं, बल्कि समाज और राष्ट्र के पोषण का मूल आधार है। हमारे किसान भाई-बहनों का पसीना जब मिट्टी में मिलता है तो अन्न बनकर देशवासियों के जीवन को संबल देता है।

ते कृषिं च सस्यं च मनुष्या उप जीवन्ति।
कृष्टराधिरुपजीवनीयो भवति य एवं वेद॥

#12YearsOfKisanSamriddhi"

Agriculture and crops are the very foundation of human life. One who understands this truth carries out agricultural work properly and through it, society is sustained and nourished.