ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଚଳିତ ବର୍ଷ ଫେବୃଆରୀ  ୮ ତାରିଖରେ ଦିନପ୍ରାୟ ସାଢ଼େ ୧୨ଟାରେ ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍ ଠାରେ ଶ୍ରୀଲପ୍ରଭୁପାଦ ଜୀ’ଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତକରିବେ । ମହାନ ଆଧ୍ୟାତ୍ମିକ ଗୁରୁ ଶ୍ରୀଲ ପ୍ରଭୁପାଦଙ୍କ ସମ୍ମାନରେ ପ୍ରଧାନମନ୍ତ୍ରୀ ଏକସ୍ମାରକୀ ଟିକଟ ଏବଂ ମୁଦ୍ରା ଉନ୍ମୋଚନ କରିବେ ।

ଆଚାର୍ଯ୍ୟ ଶ୍ରୀଲ ପ୍ରଭୁପାଦ ଗୌଡୀୟ ମିଶନର ପ୍ରତିଷ୍ଠାତା ଥିଲେ, ଯିଏ ବୈଷ୍ଣବ ଧର୍ମରମୌଳିକ ସିଦ୍ଧାନ୍ତକୁ ସଂରକ୍ଷଣ ଏବଂ ପ୍ରସାର କରିବାରେ ପ୍ରମୁଖ ଭୂମିକା ଗ୍ରହଣକରିଥିଲେ । ଶ୍ରୀ ଚୈତନ୍ୟ ମହାପ୍ରଭୁଙ୍କ ଶିକ୍ଷା ଏବଂ ବୈଷ୍ଣବ ଧର୍ମର ସମୃଦ୍ଧ ଆଧ୍ୟାତ୍ମିକଐତିହ୍ୟକୁ ସମଗ୍ର ବିଶ୍ୱରେ ପ୍ରଚାର ପ୍ରସାର କରିବାରେ ଗୌଡୀୟ ମିଶନ ଗୁରୁତ୍ୱପୂର୍ଣ୍ଣଭୂମିକା ଗ୍ରହଣ କରିଛି ଏବଂ ଏହାକୁ ହରେ କୃଷ୍ଣ ଆନ୍ଦୋଳନର କେନ୍ଦ୍ର ବିନ୍ଦୁରେପରିଣତ କରିଛି ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
PM Modi’s FTA push: Why India’s MSMEs now have a bigger export opportunity

Media Coverage

PM Modi’s FTA push: Why India’s MSMEs now have a bigger export opportunity
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 17, 2026
August 17, 2026

India Ascendant: Citizens Hail PM Modi's Vision and India’s Multi-Sectoral Growth