ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 22 ସେପ୍ଟେମ୍ବର 2020 ମଙ୍ଗଳବାର ଦିନ 12.00 ସମୟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଇଆଇଟି ଗୌହାଟୀର ସମାବର୍ତ୍ତନ ସମାରୋହକୁ ସମ୍ବୋଧିତ କରିବେ ।

ଏହି କାର୍ଯ୍ୟକ୍ରମରେ ଆସାମର ମୁଖ୍ୟମନ୍ତ୍ରୀ ଶ୍ରୀ ସର୍ବାନନ୍ଦ ସୋନୋୱାଲ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ରମେଶ ପୋଖରିୟାଲ ନିଶଙ୍କ, କେନ୍ଦ୍ର ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ଶ୍ରୀ ସଞ୍ଜୟ ଧୋତ୍ରେ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ମଧ୍ୟ ଯୋଗଦେବେ ।

ଆସନ୍ତାକାଲିର ଏହି ସମାରୋହରେ 687 ବିଟେକ ଏବଂ 637 ଏମଟେକ ଛାତ୍ରଛାତ୍ରୀଙ୍କ  ସହିତ ମୋଟ 1803 ଛାତ୍ରଛାତ୍ରୀ ଡିଗ୍ରୀ ହାସଲ କରିବେ ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India solar capacity to quadruple, wind to triple over decade: Power ministry adviser

Media Coverage

India solar capacity to quadruple, wind to triple over decade: Power ministry adviser
NM on the go

Nm on the go

Always be the first to hear from the PM. Get the App Now!
...
Prime Minister extends Eid-ul-Fitr greetings to everyone
March 21, 2026

Prime Minister Shri Narendra Modi today extended his heartiest greetings to the nation on the auspicious occasion of Eid-ul-Fitr.

The Prime Minister wrote on X:

"Best wishes on Eid-ul-Fitr. May this day further brotherhood and kindness all around. May everyone be happy and healthy.
Eid Mubarak!"