ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୧୨, ୨୦୨୧ ପୂର୍ବାହ୍ନ ୧୧ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଜାତୀୟ ମାନବାଧିକାର ଆୟୋଗ (ଏନଏଚଆରସି)ର ୨୮ତମ ପ୍ରତିଷ୍ଠା ଦିବସରେ ଭାଗ ନେବେ । ଏହି ଅବସରରେ ସେ ସମ୍ବୋଧନ ମଧ୍ୟ ଦେବେ ।

କେନ୍ଦ୍ର ଗୃହ ମନ୍ତ୍ରୀ ଓ ଏନଏଚଆରସି ଅଧ୍ୟକ୍ଷ ମଧ୍ୟ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ ।

ଜାତୀୟ ମାନବାଧିକାର ଆୟୋଗ ସମ୍ପର୍କରେ

ମାନବାଧିକାର ସୁରକ୍ଷା ଅଧିନିୟମ, ୧୯୯୩ ଅନ୍ତର୍ଗତ ଅକ୍ଟୋବର ୧୨, ୧୯୯୩ରେ ମାନବାଧିକାର ସୁରକ୍ଷା ଓ ପ୍ରୋତ୍ସାହନ ପାଇଁ ଏନଏଚଆରସି ପ୍ରତିଷ୍ଠା ହୋଇଥିଲା । କୌଣସି ପ୍ରକାର ମାନବାଧିକାର ଉଲ୍ଲଙ୍ଘନ ହେଲେ ଆୟୋଗ ନିଜ ଆଡୁ ପଦକ୍ଷେପ ନେଇଥାନ୍ତି, ତଦନ୍ତ କରନ୍ତି ଓ ମାନବାଧିକାର ଉଲ୍ଲଙ୍ଘନ କ୍ଷେତ୍ରରେ ପୀଡିତଙ୍କୁ କ୍ଷତିପୂରଣ ପ୍ରଦାନ କରିବା ସହ ଦୋଷୀ ଅଧିକାରୀଙ୍କ ବିରୋଧରେ ଆଇନଗତ ଓ ଅନ୍ୟାନ୍ୟ ଦୃଷ୍ଟାନ୍ତମୂଳକ ପଦକ୍ଷେପ ଗ୍ରହଣ କରିଥାନ୍ତି ।

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Teachers: The artists of education

Media Coverage

Teachers: The artists of education
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ସେପ୍ଟେମ୍ବର 7, 2026
September 07, 2026

Vasudhaiva Kutumbakam in Action: Tech Hub, Border Villages, Global Leadership by PM Modi