ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତର ସବୁଠୁ ବଡ ଡ୍ରୋନ୍ ଉତ୍ସବ - ଭାରତ ଡ୍ରୋନ୍ ମହୋତ୍ସବ ୨୦୨୨ କୁ ୨୭ ମଇ ୨୦୨୨ପୂର୍ବାହ୍ନ ୧୦ଟାରେ ନୂଆଦିଲ୍ଲୀର ପ୍ରଗତି ମଇଦାନରେ ଉଦଘାଟନ କରିବେ ।

ପ୍ରଧାନମନ୍ତ୍ରୀ କିଷାନ୍ ଡ୍ରୋନ୍ ପାଇଲଟମାନଙ୍କ ସହ ମଧ୍ୟ ଆଲୋଚନା କରିବେ, ଖୋଲା ଆକାଶରେ ଡ୍ରୋନ୍ ପ୍ରଦର୍ଶନ ଦେଖିବେ ଏବଂ ଡ୍ରୋନ୍ ପ୍ରଦର୍ଶନୀ କେନ୍ଦ୍ରରେ ଷ୍ଟାର୍ଟଅପମାନଙ୍କ ସହିତ ଆଲୋଚନା କରିବେ ।

ଭାରତ ଡ୍ରୋନ୍ ମହୋତ୍ସବ ୨୦୨୨ ହେଉଛି ଦୁଇ ଦିନିଆ କାର୍ଯ୍ୟକ୍ରମ ଏବଂ ଏହା ୨୭ ଏବଂ ୨୮ ମଇରେ ଅନୁଷ୍ଠିତ ହେବ । ସରକାରୀ ଅଧିକାରୀ, ବିଦେଶୀ କୂଟନୀତିଜ୍ଞ, ସଶସ୍ତ୍ର ବାହିନୀ, କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀ, ପିଏସ୍‍ୟୁ, ଘରୋଇ କମ୍ପାନୀ ଏବଂ ଡ୍ରୋନ୍ ଷ୍ଟାର୍ଟଅପ୍ ଇତ୍ୟାଦିର ୧୬୦୦ ରୁ ଅଧିକ ପ୍ରତିନିଧି ମହୋତ୍ସବରେ ଅଂଶଗ୍ରହଣ କରିବେ । ୭୦ ରୁ ଅଧିକ ପ୍ରଦର୍ଶନକାରୀ ପ୍ରଦର୍ଶନୀରେ ଡ୍ରୋନର ବିଭିନ୍ନ ବ୍ୟବହାର ଦେଖାଇବେ । ମହୋତ୍ସବରେ ଅନ୍ୟଗୁଡିକ ମଧ୍ୟରେ ଭର୍ଚୁଆଲ ବ୍ୟବସ୍ଥାରେ ଡ୍ରୋନ୍ ପାଇଲଟ୍ ସାର୍ଟିଫିକେଟ୍ ପ୍ରଦାନ, ନୂତନ ସାମଗ୍ରୀର ଶୁଭାରମ୍ଭ, ପ୍ୟାନେଲ୍ ଆଲୋଚନା, ଉଡାଣ ପ୍ରଦର୍ଶନ, ମେଡ୍ ଇନ୍ ଇଣ୍ଡିଆ ଡ୍ରୋନ୍ ଟ୍ୟାକ୍ସି ପ୍ରୋଟୋଟାଇପ୍ ଆଦି ଦେଖିବାକୁ ମିଳିବ ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
E-Samudra: India’s digital push to reshape maritime governance

Media Coverage

E-Samudra: India’s digital push to reshape maritime governance
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 11, 2026
August 11, 2026

Champions on the Podium, Capital Unlocked, Digital Seas Opened: New India’s Winning Streak Under PM Modi