ସମାଜ ସଂସ୍କାରକ ମହର୍ଷି ଦୟାନନ୍ଦ ସରସ୍ୱତୀ ସେହି ସମୟରେ ଦେଖା ଦେଇଥିବା ସାମାଜିକ ଭେଦଭାବକୁ ଦୂର କରିବା ପାଇଁ 1875 ମସିହାରେ ଆର୍ଯ୍ୟ ସମାଜ ପ୍ରତିଷ୍ଠା କରିଥିଲେ
ଦେଶର ସାଂସ୍କୃତିକ ତଥା ସାମାଜିକ ସଚେତନତାରେ ଆର୍ଯ୍ୟ ସମାଜ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ
ସରକାର ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ବରେ ସମାଜ ସଂସ୍କାରକ ତଥା ଗୁରୁତ୍ୱପୂର୍ଣ୍ଣ ବ୍ୟକ୍ତିତ୍ୱମାନଙ୍କୁ ସମ୍ମାନିତ କରିବାକୁ ପ୍ରତିଶ୍ରୁତି ଦେଇଥିଲେ, ବିଶେଷତଃ ଯେଉଁମାନଙ୍କର ଅବଦାନକୁ ଏପର୍ଯ୍ୟନ୍ତ ସର୍ବ ଭାରତୀୟ ସ୍ତରରେ ସ୍ବୀକୃତି ପ୍ରଦାନ କରାଯାଇପାରି ନାହିଁ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 12 ଫେବୃଆରୀ, 2023 ଦିନ 11 ଟା ସମୟରେ ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଇନଡୋର ଷ୍ଟାଡିୟମରେ ମହର୍ଷି ଦୟାନନ୍ଦ ସରସ୍ୱତୀଙ୍କ 200 ତମ ଜନ୍ମ ବାର୍ଷିକୀର ବର୍ଷ ବ୍ୟାପୀ ପାଳନକୁ ଉଦ୍‌ଘାଟନ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ସମାବେଶକୁ ସମ୍ବୋଧିତ କରିବେ।

ମହର୍ଷି ଦୟାନନ୍ଦ ସରସ୍ୱତୀ, 12 ଫେବୃଆରୀ, 1824 ରେ ଜନ୍ମଗ୍ରହଣ କରିଥିଲେ, ଜଣେ ସମାଜ ସଂସ୍କାରକ ଯିଏକି 1875 ମସିହାରେ ସାମାଜିକ ଭେଦଭାବକୁ ଦୂର କରିବା ପାଇଁ ଆର୍ଯ୍ୟ ସମାଜ ପ୍ରତିଷ୍ଠା କରିଥିଲେ। ସମାଜ ସଂସ୍କାର ଏବଂ ଶିକ୍ଷା ଉପରେ ଗୁରୁତ୍ୱ ଦେଇ ଦେଶର ସାଂସ୍କୃତିକ ତଥା ସାମାଜିକ ସଚେତନତା କ୍ଷେତ୍ରରେ ଆର୍ଯ୍ୟ ସମାଜ ପ୍ରମୁଖ ଭୂମିକା ଗ୍ରହଣ କରିଛି। 

ସମାଜ ସଂସ୍କାରକ ତଥା ଗୁରୁତ୍ୱପୂର୍ଣ୍ଣ ବ୍ୟକ୍ତିତ୍ୱମାନଙ୍କୁ ସମ୍ମାନିତ କରିବାକୁ ସରକାର ପ୍ରତିଶ୍ରୁତିବଦ୍ଧ, ବିଶେଷକରି ଯେଉଁମାନଙ୍କୁ ଏପର୍ଯ୍ୟନ୍ତ ସର୍ବଭାରୀତୟ ସ୍ତରରେ ସ୍ବୀକୃତି ପ୍ରଦାନ କରାଯାଇ ନାହିଁ। ଭଗବାନ୍ ବିର୍ସା ମୁଣ୍ଡାଙ୍କ ଜନ୍ମ ବାର୍ଷିକୀକୁ ଜନଜାତିୟ ଗୌରବ ଦିବସ ବୋଲି ଘୋଷଣା କରିବା ଠାରୁ ଆରମ୍ଭ କରି ଶ୍ରୀ ଅରବିନ୍ଦଙ୍କ 150 ତମ ଜନ୍ମ ବାର୍ଷିକୀ ପାଳନ ଅବସରରେ ଏକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସର୍ବଦା ଦୃଢ଼ ନେତୃତ୍ବ ପ୍ରଦାନ କରିଛନ୍ତି। 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
PM Modi shares warm handshakes with Putin at SCO Summit

Media Coverage

PM Modi shares warm handshakes with Putin at SCO Summit
NM on the go

Nm on the go

Always be the first to hear from the PM. Get the App Now!
...
Prime Minister shares a Sanskrit Subhashitam, highlighting the virtues of instilling fearlessness and saving lives
September 02, 2026

Prime Minister Shri Narendra Modi shared a Sanskrit Subhashitam today, highlighting the virtues of instilling fearlessness and saving lives.

The Prime Minister wrote on X;

"अभयस्यैव यो दाता तस्यैव सुमहत्फलम् ।

न हि प्राणसमं दानं त्रिषु लोकेषु विद्यते ॥"

Whoever takes away people's fear receives great blessings, and in all three worlds, there is no greater gift than saving a life.