ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରଣାଳୟର ନୂତନ ସୌଧ - "ବାଣିଜ୍ୟ ଭବନ" କୁ ୨୩ ଜୁନ୍ ୨୦୨୨ ପୂର୍ବାହ୍ନ ୧୦:୩୦ ରେ ଉଦଘାଟନ କରିବେ । ଏହି କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀ ଏକ ନୂତନ ପୋର୍ଟାଲ୍ - ର୍ନିୟାତ (ନେସନାଲ ଇମ୍ପୋର୍ଟ-ଏକ୍ସପୋର୍ଟ ରେକର୍ଡ ଫର୍‍ ୟର୍ଲି ଆନାଲିସସ ଅଫ୍‍ ଟ୍ରେଡ)କୁ ମଧ୍ୟ ଉନ୍ମୋଚନ କରିବେ - ଯାହାକି ହିତାଧିକାରୀଙ୍କ ପାଇଁ ଭାରତର ବୈଦେଶିକ ବାଣିଜ୍ୟ ସମ୍ବନ୍ଧୀୟ ସମସ୍ତ ଆବଶ୍ୟକୀୟ ସୂଚନା ପାଇବା ପାଇଁ ଏକକ ପ୍ଲାଟଫର୍ମ ଭାବରେ ବିକଶିତ ହୋଇଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ସମାବେଶକୁ ସମ୍ବୋଧିତ କରିବେ ।

ଇଣ୍ଡିଆ ଗେଟ୍ ନିକଟରେ ର୍ନିମିତ ବାଣିଜ୍ୟ ଭବନକୁ ଏକ ସ୍ମାର୍ଟ ସୌଧ ଭାବରେ ଡିଜାଇନ୍ କରାଯାଇଛି ଯାହାକି ଶକ୍ତି ସଂରକ୍ଷଣ ଉପରେ ବିଶେଷ ଧ୍ୟାନ ଦେଇ ସ୍ଥାୟୀ ସ୍ଥାପତ୍ୟର ନୀତିକୁ ଅନ୍ତର୍ଭୁକ୍ତ କରିଛି । ଏହା ଏକ ସମନ୍ୱିତ ଏବଂ ଆଧୁନିକ କାର୍ଯ୍ୟାଳୟ ସୌଧ ଭାବରେ କାର୍ଯ୍ୟ କରିବ ଯାହା ମନ୍ତ୍ରଣାଳୟର  ଦୁଇଟି ବିଭାଗ ଯଥା ବାଣିଜ୍ୟ ବିଭାଗ ଏବଂ ଶିଳ୍ପ ଏବଂ ଆନ୍ତଃ ବାଣିଜ୍ୟ ପ୍ରୋତ୍ସାହନ ବିଭାଗ (ଡିପିଆଇଟିଟି) ଦ୍ୱାରା ବ୍ୟବହୃତ ହେବ ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
PM Modi Bows To ‘Jana Shakti’ As BJP Forms First-Ever Government In West Bengal

Media Coverage

PM Modi Bows To ‘Jana Shakti’ As BJP Forms First-Ever Government In West Bengal
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମେ 9, 2026
May 09, 2026

Citizens Celebrate India’s Civilisational & Economic Awakening Under PM Narendra Modi