ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୩ ଅକ୍ଟୋବର, ୨୦୨୧ ପୂର୍ବାହ୍ନ ୧୧ ଟା ସମୟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆତ୍ମନିର୍ଭର ଭାରତ ସୟଂପୂର୍ଣ୍ଣ ଗୋଆ କାର୍ଯ୍ୟକ୍ରମର ହିତାଧିକାରୀ ଏବଂ ସହଯୋଗୀଙ୍କ ସହ ଆଲୋଚନା କରିବେ । ଏହି ଆଲୋଚନା ପରେ ପରେ ଉପସ୍ଥିତଙ୍କୁ ସେ ସମ୍ବୋଧିତ କରିବେ ।

ସ୍ୱୟଂପୂର୍ଣ୍ଣ ଗୋଆର ଏହି ପଦକ୍ଷେପ ୧ ଅକ୍ଟୋବର ୨୦୨୦ ରେ ଆରମ୍ଭ ହୋଇଥିବା ‘ଆତ୍ମନିର୍ଭର ଭାରତ' ପାଇଁ ପ୍ରଧାନମନ୍ତ୍ରୀ ଦେଇଥିବା ସ୍ପଷ୍ଟ ଆହ୍ୱାନ ଦ୍ୱାରା ଅନୁପ୍ରାଣିତ ହୋଇଥିଲା । ଏହି କାର୍ଯ୍ୟକ୍ରମ ଅଧୀନରେ ରାଜ୍ୟ ସରକାରଙ୍କର ଜଣେ ଅଧିକାରୀଙ୍କୁ ‘ସ୍ୱୟଂପୂର୍ଣ୍ଣ ମିତ୍ର’ ଭାବରେ ନିଯୁକ୍ତ କରାଯାଇଛି । ଏହି ମିତ୍ର ଏକ ର୍ନିଦ୍ଦିଷ୍ଟ ପଞ୍ଚାୟତ କିମ୍ବା ପୌରପାଳିକା ପରିଦର୍ଶନ କରନ୍ତି, ଲୋକଙ୍କ ସହ ଯୋଗାଯୋଗ କରନ୍ତି, ଏକାଧିକ ସରକାରୀ ବିଭାଗ ସହିତ ସମନ୍ୱୟ ରକ୍ଷା କରନ୍ତି ଏବଂ ଯୋଗ୍ୟ ହିତାଧିକାରୀଙ୍କ ପାଇଁ ବିଭିନ୍ନ ସରକାରୀ ଯୋଜନା ଏବଂ ସୁବିଧା ଉପଲବ୍ଧ କରାଇଥାନ୍ତି ।

ଏହି ଅବସରରେ ଗୋଆ ମୁଖ୍ୟମନ୍ତ୍ରୀ ଶ୍ରୀ ପ୍ରମୋଦ ସାୱନ୍ତ ଉପସ୍ଥିତ ରହିବେ ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
PM Modi At SRCC:

Media Coverage

PM Modi At SRCC: "Those Who Pushed India Into 'Fragile 5' Can't Digest 7.8%"
NM on the go

Nm on the go

Always be the first to hear from the PM. Get the App Now!
...
Prime Minister shares moments from his metro journey to and from the SRCC programme
September 05, 2026

Prime Minister Shri Narendra Modi today shared glimpses of his metro journey while traveling to and from the SRCC programme.

In a post on X, the Prime Minister shared:

"Metro moments…

On the way to the SRCC programme and back."