୧.୭ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ବାଣ୍ଟିବେ ଇ-ପ୍ରପର୍ଟି କାର୍ଡ

ଅକ୍ଟୋବର ୬, ମଧ୍ୟାହ୍ନ ୧୨.୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ସ୍ୱାମୀତ୍ୱ ଯୋଜନା ହିତାଧିକାରୀଙ୍କ ସହ ଆଲୋଚନା କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ୧,୭୧,୦୦୦ ହିତାଧିକାରୀଙ୍କୁ ଇ-ପ୍ରପର୍ଟି କାର୍ଡ ବଣ୍ଟନ କରିବେ ।

କାର୍ଯ୍ୟକ୍ରମରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିବେ ।

ସ୍ୱାମୀତ୍ୱ ଯୋଜନା ସମ୍ପର୍କରେ

ସ୍ୱାମୀତ୍ୱ ପଞ୍ଚାୟତିରାଜ ମନ୍ତ୍ରାଳୟର ଏକ କେନ୍ଦ୍ର କ୍ଷେତ୍ରୀୟ ଯୋଜନା । ଗ୍ରାମୀଣ ଆବାସିକ ଅଞ୍ଚଳ ନିବାସୀଙ୍କୁ ସମ୍ପତ୍ତି ଅଧିକାର ପ୍ରଦାନ କରିବା ଏହାର ଲକ୍ଷ୍ୟ । ସହରାଞ୍ଚଳ ଭଳି ଗ୍ରାମାଞ୍ଚଳରେ ଋଣ ଓ ଅନ୍ୟାନ୍ୟ ଆର୍ଥିକ ସୁବିଧା ନେବା ବେଳେ ସମ୍ପତ୍ତିକୁ ଆର୍ଥିକ ସମ୍ପତ୍ତି ଭାବରେ ବ୍ୟବହାର କରିବାରେ ଏହି ଯୋଜନା ମାର୍ଗ ପ୍ରଶସ୍ତ କରିବ । ଗ୍ରାମାଞ୍ଚଳର ଆବାସିକ କ୍ଷେତ୍ରକୁ ଅତ୍ୟାଧୁନିକ ଡ୍ରୋନ ପ୍ରଯୁକ୍ତି ସର୍ବେକ୍ଷଣ ମାଧ୍ୟମରେ ସୀମା ନିର୍ଦ୍ଧାରଣ କରିବା ଏହାର ଲକ୍ଷ୍ୟ । ଦେଶର ଡ୍ରୋନ ନିର୍ମାଣ ଇକୋସିଷ୍ଟମକୁ ମଧ୍ୟ ଏହି ଯୋଜନା ପ୍ରୋତ୍ସାହନ ଦେଇଛି ।       

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
RBI Revises FY27 GDP Growth Forecast Up To 6.7%; Sees Indian Economy Staying Resilient

Media Coverage

RBI Revises FY27 GDP Growth Forecast Up To 6.7%; Sees Indian Economy Staying Resilient
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 05, 2026
August 05, 2026

Viksit Bharat in Action: Inclusive, Green, and Globally Competitive Under PM Modi