ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ ୩୧ ପୂର୍ବାହ୍ନ ୧୧ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଜାତୀୟ ପୁଲିସ ଏକାଡେମୀର ଶିକ୍ଷାନବୀଶମାନଙ୍କୁ ଉଦବୋଧନ ଦେବେ । ଏହି ଅବସରରେ ସେ ଶିକ୍ଷାନବୀଶମାନଙ୍କ ସହ ଆଲୋଚନା ମଧ୍ୟ କରିବେ ।

କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଅମିତ ଶାହ ଓ ସ୍ୱରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ରାଏ ଏହି ଅବସରରେ ଉପସ୍ଥିତ ରହିବେ ।

ଏସଭିପିଏନପିଏ ସମ୍ପର୍କରେ

ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଜାତୀୟ ପୁଲିସ ଏକାଡେମୀ (ଏସଭିପିଏନପିଏ) ଦେଶର ପ୍ରମୁଖ ପୁଲିସ ପ୍ରଶିକ୍ଷଣ ଅନୁଷ୍ଠାନ । ଏଠାରେ ଭାରତୀୟ ପୁଲିସ ସେବା ଅଧିକାରୀମାନଙ୍କ ପ୍ରାରମ୍ଭିକ ସ୍ତରର ପ୍ରଶିକ୍ଷଣ ପ୍ରଦାନ କରାଯିବା ସହିତ କାର୍ଯ୍ୟରତ ଆଇପିଏସ ଅଧିକାରୀମାନଙ୍କୁ ବିଭିନ୍ନ ସେବାକାଳୀନ ପ୍ରଶିକ୍ଷଣ ପ୍ରଦାନ କରାଯାଇଥାଏ । 

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India's forex reserves jump $9 bn to $697.1 bn in week ended April 3

Media Coverage

India's forex reserves jump $9 bn to $697.1 bn in week ended April 3
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଏପ୍ରିଲ 10, 2026
April 10, 2026

Safe Anchor, Green Engine, Digital Dynamo: PM Modi’s Blueprint for India’s Economic Renaissance