ଆଜି ପଶ୍ଚିମବଙ୍ଗ ଗସ୍ତରେ ଆସିବାକୁ ଥିବା ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ର୍ନିଦ୍ଧାରିତ କାର୍ଯ୍ୟକ୍ରମରେ ଯୋଗଦେବେ ।

ଏକ ଟୁଇଟରେ ପ୍ରଧାନମନ୍ତ୍ରୀଙ୍କ ଦପ୍ତର ପକ୍ଷରୁ କୁହାଯାଇଛି:

“ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂମାଧ୍ୟମରେ ପଶ୍ଚିମବଙ୍ଗରେ ଆଜିର ର୍ନିଦ୍ଧାରିତ କାର୍ଯ୍ୟକ୍ରମରେ ଯୋଗଦେବେ । ଏହି କାର୍ଯ୍ୟକ୍ରମଗୁଡିକ ମଧ୍ୟରେ ପ୍ରମୁଖ ଯୋଗାଯୋଗ ସମ୍ବନ୍ଧୀୟ ପ୍ରକଳ୍ପର ଶୁଭାରମ୍ଭ ଏବଂ ଜାତୀୟ ଗଙ୍ଗା ପରିଷଦର ବୈଠକ ଅନ୍ତର୍ଭୁକ୍ତ ।”

ପ୍ରଧାନମନ୍ତ୍ରୀଙ୍କ ମା’ ଆଜି ପ୍ରତ୍ୟୁଷରେ ଅହମ୍ମଦାବାଦରେ ପରଲୋକ ଗମନ କରିଛନ୍ତି ।

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India clears a major nuclear milestone as Kalpakkam fast breeder reactor turns 'critical'

Media Coverage

India clears a major nuclear milestone as Kalpakkam fast breeder reactor turns 'critical'
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଏପ୍ରିଲ 7, 2026
April 07, 2026

Aatmanirbhar Dreams Delivered: PM Modi’s Vision Turns Self-Reliance into Record Reality Across Defence, Energy & Nation-Building