ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାତିରେ ଟୋକିଓ ଅଭିମୁଖେ ଯାତ୍ରା କରିବେ । ସେ ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ଶିଞ୍ଜୋ ଆବେଙ୍କ ରାଷ୍ଟ୍ରୀୟ ଅନ୍ତିମ ସଂସ୍କାରରେ ଅଂଶଗ୍ରହଣ କରିବା ଲାଗି ଜାପାନ ଅଭିମୁଖେ ଯାଉଛନ୍ତି ।

ପ୍ରଧାନମନ୍ତ୍ରୀ ଏକାଧିକ ଟୁଇଟ୍‌ କରି କହିଛନ୍ତି ଯେ;

‘‘ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ, ମୋର ପ୍ରିୟ ବନ୍ଧୁ ଏବଂ ଭାରତ-ଜାପାନ ବନ୍ଧୁତାର ଜଣେ ମହାନାୟକଙ୍କ ରାଷ୍ଟ୍ରୀୟ ଅନ୍ତିମ ସଂସ୍କାରରେ ଅଂଶଗ୍ରହଣ କରିବା ଲାଗି ମୁଁ ଆଜି ରାତିରେ ଟୋକିଓ ଅଭିମୁଖେ ଯାତ୍ରା କରୁଛି ।’’

‘‘ସବୁ ଭାରତୀୟଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀ କିଶିଦା ଏବଂ ଶ୍ରୀମତୀ ଆବେଙ୍କୁ ମୁଁ ମୋର ହାର୍ଦ୍ଦିକ ସମବେଦନା ବ୍ୟକ୍ତ କରିବି । ଆବେ ସାନଙ୍କ ପରିକଳ୍ପନା ଅନୁରୂପ ଭାରତ-ଜାପାନ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ଲାଗି ଆମେ ପ୍ରୟାସ ଜାରି ରଖିବୁ । @kishida230’’

Explore More
୭୭ତମ ସ୍ବାଧୀନତା ଦିବସ ଅବସରରେ ଲାଲକିଲ୍ଲା ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣର ମୂଳ ପାଠ

ଲୋକପ୍ରିୟ ଅଭିଭାଷଣ

୭୭ତମ ସ୍ବାଧୀନତା ଦିବସ ଅବସରରେ ଲାଲକିଲ୍ଲା ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣର ମୂଳ ପାଠ
India on track to become $10 trillion economy, set for 3rd largest slot: WEF President Borge Brende

Media Coverage

India on track to become $10 trillion economy, set for 3rd largest slot: WEF President Borge Brende
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଫେବୃୟାରୀ 23, 2024
February 23, 2024

Vikas Bhi, Virasat Bhi - Era of Development and Progress under leadership of PM Modi