ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୨୧, ୨୦୨୩ଅପରାହ୍ନ ପ୍ରାୟ ୫ଟାରେ ଗ୍ୱାଲିୟରଠାରେ 'ଦି ସିନ୍ଧିଆ ସ୍କୁଲ୍'ର ୧୨୫ତମ ପ୍ରତିଷ୍ଠାଦିବସ ପାଳନ ଅବସରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେବେ ।

ଏହି କାର୍ଯ୍ୟକ୍ରମ ରେ ପ୍ରଧାନମନ୍ତ୍ରୀ ବିଦ୍ୟାଳୟରେ 'ବହୁମୁଖୀ କ୍ରୀଡ଼ା କମ୍ପ୍ଲେକ୍ସ'ରଶିଳାନ୍ୟାସ କରିବା ସହ ବିଶିଷ୍ଟ ପୂର୍ବତନ ଛାତ୍ରଛାତ୍ରୀ ଓ ଶ୍ରେଷ୍ଠ ସଫଳତା ହାସଲକରିଥିବା ଛାତ୍ରଛାତ୍ରୀଙ୍କୁ  ବିଦ୍ୟାଳୟର ବାର୍ଷିକ ପୁରସ୍କାର ପ୍ରଦାନ କରିବେ। ଏହିଅବସରରେ ସେ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରିବେ।

ସିନ୍ଧିଆ ସ୍କୁଲ ୧୮୯୭ ମସିହାରେ ସ୍ଥାପିତ ହୋଇଥିଲା ଏବଂ ଏହା ଐତିହାସିକଗ୍ୱାଲିୟର ଦୁର୍ଗ ଉପରେ ଅବସ୍ଥିତ ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Odisha’s Dhenkanal farmers export 3 tonne of mango to London

Media Coverage

Odisha’s Dhenkanal farmers export 3 tonne of mango to London
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମେ 14, 2026
May 14, 2026

Kisan Kalyan to Viksit Bharat: PM Modi Delivers Jobs, Markets & Dignity Across Rural and Industrial India