ୟୁଏନଏଚକ୍ୟୁରେ ଅନ୍ତର୍ଜାତୀୟ ଯୋଗଦିବସ ପାଳନ ସମାରୋହରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଅଂଶଗ୍ରହଣ କରିବେ ।
ଜାତିସଂଘ ସାଧାରଣ ସଭାର ଅଧ୍ୟକ୍ଷ ଶ୍ରୀ ସାବା କୋରୋସିଙ୍କ ଏକ ଟୁଇଟର ଉତ୍ତର ଦେଇ ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି:
‘ୟୁଏନଏଚକ୍ୟୁରେ ଅନ୍ତର୍ଜାତୀୟ ଯୋଗ ଦିବସ ସମାରୋହରେ ଆପଣଙ୍କୁ ଦେଖିବାକୁ ଉତ୍ସୁକ ଅଛି । ଆପଣଙ୍କ ଅଂଶଗ୍ରହଣ ଏହି କାର୍ଯ୍ୟକ୍ରମକୁ ଆହୁରି ସ୍ୱତନ୍ତ୍ର ବନାଇବ ।
ଯୋଗ ସୁନ୍ଦର ସ୍ୱାସ୍ଥ୍ୟ ଏବଂ ସୁସ୍ଥତା ଦିଗରେ ଦୁନିଆକୁ ଏକାଠି କରିଥାଏ । ଏହା ବୈଶ୍ୱିକ ସ୍ତରରେ ଅଧିକ ଲୋକପ୍ରିୟ ହେଉ ।’
Looking forward to seeing you at the International Day of Yoga celebrations at the UNHQ. Your participation makes the programme even more special.
— Narendra Modi (@narendramodi) June 16, 2023
Yoga brings the world together towards furthering good health and wellness. May it keep getting more popular globally. https://t.co/QjPUZemOeo


