ସେୟାର
 
Comments

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମେ’ 14 ତାରିଖ ଦିନ 11ଟା ସମୟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନ ମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ-କିଷାନ) ଯୋଜନା ଅଧୀନରେ ଆର୍ଥିକ ଲାଭର ଅଷ୍ଟମ କିସ୍ତି ପ୍ରଦାନ କରିବେ । ଏହାଦ୍ଵାରା 9.5 କୋଟିରୁ ଅଧିକ ହିତାଧିକାରୀ କୃଷକ ପରିବାରକୁ 19 ହଜାର କୋଟିରୁ ଅଧିକ ଟଙ୍କା ହସ୍ତାନ୍ତର କରାଯିବ । ଏହି କାର୍ଯ୍ୟକ୍ରମରେ ହିତାଧିକାରୀ କୃଷକମାନଙ୍କ ସହିତ ପ୍ରଧାନମନ୍ତ୍ରୀ ମତ ବିନିମୟ ମଧ୍ୟ କରିବେ । ଏହି ଅବସରରେ କେନ୍ଦ୍ର କୃଷି ମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିବେ ।

ପିଏମ-କିଷାନ ବିଷୟରେ

ପିଏମ-କିଷାନ ଯୋଜନା ଅଧୀନରେ ବାର୍ଷିକ 6 ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରତ୍ୟେକ ଯୋଗ୍ୟ ହିତାଧିକାରୀ କୃଷକ ପରିବାରକୁ ତିନୋଟି ସମାନ କିସ୍ତି ଅର୍ଥାତ ପ୍ରତି 4 ମାସରେ 2 ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯାଇଥାଏ । ଏହି ଅର୍ଥ ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସିଧାସଳଖ ସ୍ଥାନାନ୍ତରିତ କରାଯାଏ । ଏହି ଯୋଜନା ମାଧ୍ୟମରେ ଆଜିସୁଦ୍ଧା 1.15 ଲକ୍ଷ କୋଟି ଟଙ୍କାରୁ ଅଧିକ ରାଶି ହସ୍ତାନ୍ତର କରାଯାଇଛି ।

Modi Govt's #7YearsOfSeva
Explore More
ଆମକୁ ‘ଚଳେଇ ନେବା’ ମାନସିକତାକୁ ଛାଡି  'ବଦଳିପାରିବ' ମାନସିକତାକୁ ଆଣିବାକୁ ପଡ଼ିବ :ପ୍ରଧାନମନ୍ତ୍ରୀ ମୋଦୀ

ଲୋକପ୍ରିୟ ଅଭିଭାଷଣ

ଆମକୁ ‘ଚଳେଇ ନେବା’ ମାନସିକତାକୁ ଛାଡି 'ବଦଳିପାରିବ' ମାନସିକତାକୁ ଆଣିବାକୁ ପଡ଼ିବ :ପ୍ରଧାନମନ୍ତ୍ରୀ ମୋଦୀ
India's total FDI inflow rises 38% year-on-year to $6.24 billion in April

Media Coverage

India's total FDI inflow rises 38% year-on-year to $6.24 billion in April
...

Nm on the go

Always be the first to hear from the PM. Get the App Now!
...
Today’s meeting on J&K is an important step in the ongoing efforts towards a developed and progressive J&K: PM
June 24, 2021
ସେୟାର
 
Comments
Our priority is to strengthen grassroots democracy in J&K: PM
Delimitation has to happen at a quick pace so that J&K gets an elected Government: PM

The Prime Minister, Shri Narendra Modi has called today’s meeting with political leaders from Jammu and Kashmir an important step in the ongoing efforts towards a developed and progressive J&K, where all-round growth is furthered.

In a series of tweets after the meeting, the Prime Minister said.

“Today’s meeting with political leaders from Jammu and Kashmir is an important step in the ongoing efforts towards a developed and progressive J&K, where all-round growth is furthered.

Our priority is to strengthen grassroots democracy in J&K. Delimitation has to happen at a quick pace so that polls can happen and J&K gets an elected Government that gives strength to J&K’s development trajectory.

Our democracy’s biggest strength is the ability to sit across a table and exchange views. I told the leaders of J&K that it is the people, specially the youth who have to provide political leadership to J&K, and ensure their aspirations are duly fulfilled.”