ଶିଖର ସମ୍ମିଳନୀର ବିଷୟବସ୍ତୁ - ସମୃଦ୍ଧି ପାଇଁ ଶାନ୍ତି
ଉତ୍ତରାଖଣ୍ଡକୁ ଏକ ନୂତନ ନିବେଶ ଗନ୍ତବ୍ୟସ୍ଥଳ ଭାବରେ ପ୍ରତିଷ୍ଠା କରିବା ଲକ୍ଷ୍ୟରେ ଶିଖର ସମ୍ମିଳନୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୮, ୨୦୨୩ରେ ଉତ୍ତରାଖଣ୍ଡର ଡେରାଡୁନ୍ ଗସ୍ତ କରିବେ । ପୂର୍ବାହ୍ନ ପ୍ରାୟ ସାଢ଼େ ୧୦ଟାରେ ଡେରାଡୁନର ଫରେଷ୍ଟ ରିସର୍ଚ୍ଚ ଇନଷ୍ଟିଚ୍ୟୁଟରେ ଆୟୋଜିତ 'ଉତ୍ତରାଖଣ୍ଡ ଗ୍ଲୋବାଲ ଇନଭେଷ୍ଟର୍ସ ସମିଟ୍ ୨୦୨୩'କୁ ସେ ଉଦ୍ ଘାଟନ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ସମାବେଶକୁ ସମ୍ବୋଧିତ କରିବେ।

'ଉତ୍ତରାଖଣ୍ଡ ଗ୍ଲୋବାଲ ଇନଭେଷ୍ଟର୍ସ ସମିଟ୍ ୨୦୨୩' ହେଉଛି ଉତ୍ତରାଖଣ୍ଡକୁ ଏକ ନୂତନ ନିବେଶ ସ୍ଥଳ ଭାବରେ ପ୍ରତିଷ୍ଠା କରିବା ଦିଗରେ ଏକ ପଦକ୍ଷେପ । ଡିସେମ୍ବର ୮ ଓ ୯ ତାରିଖରେ 'ସମୃଦ୍ଧି ପାଇଁ ଶାନ୍ତି' ଶୀର୍ଷକରେ ଏହି ଦୁଇ ଦିନିଆ ଶିଖର ସମ୍ମିଳନୀ ଅନୁଷ୍ଠିତ ହେଉଛି।

ଏହି ସମ୍ମିଳନୀରେ ବିଶ୍ୱର ହଜାର ହଜାର ନିବେଶକ ଓ ପ୍ରତିନିଧି ଯୋଗଦେବେ । ଏଥିରେ କେନ୍ଦ୍ରମନ୍ତ୍ରୀ, ବିଭିନ୍ନ ଦେଶର ରାଷ୍ଟ୍ରଦୂତଙ୍କ ସମେତ ଅଗ୍ରଣୀ ଶିଳ୍ପପତିମାନେ ଅଂଶଗ୍ରହଣ କରିବେ ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Indian economy navigated well external uncertainties: RBI Bulletin

Media Coverage

Indian economy navigated well external uncertainties: RBI Bulletin
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁଲାଇ 23, 2026
July 23, 2026

Digital Rails, PLI Jobs & Swift Justice: How PM Modi’s Governance is Rewiring India’s Future