ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାରାଷ୍ଟ୍ରର ସିନ୍ଧୁଦୁର୍ଗ ରାଜକୋଟ ଦୁର୍ଗରେ ଛତ୍ରପତି ଶିବାଜୀ ମହାରାଜଙ୍କ ପ୍ରତିମୂର୍ତ୍ତି ଅନାବରଣ କରିଛନ୍ତି । ଶ୍ରୀ ମୋଦୀ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ଫଟୋ ଗ୍ୟାଲେରି ବୁଲି ଦେଖିଥିଲେ ।

 

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:

 

‘ଆଜି ସନ୍ଧ୍ୟାରେ ରାଜକୋଟ ଦୁର୍ଗରେ ଛତ୍ରପତି ଶିବାଜୀଙ୍କ ଏକ ବିଶାଳ ପ୍ରତିମୂର୍ତ୍ତି ଉନ୍ମୋଚନ କରାଯାଇଛି ।’

 

 

The Prime Minister was accompanied by the Governor of Maharashtra, Shri Ramesh Bais, Chief Minister of Maharashtra, Shri Eknath Shinde, Union Minister for Defence, Shri Rajnath Singh, Union Minister of Micro, Small and Medium Enterprises, Shri Narayan Rane, Deputy Chief Ministers of Maharashtra, Shri Devendra Fadnavis and Shri Ajit Pawar and Chief of Naval Staff, Admiral R Hari Kumar.

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Khichdi To Moringa Paratha: 7 Traditional Foods PM Modi Loves

Media Coverage

Khichdi To Moringa Paratha: 7 Traditional Foods PM Modi Loves
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 26, 2026
August 26, 2026

Accountability Meets Ambition: Record Low NPAs, Record Defence Output, Record Digital Adoption Under the Leadership of PM Modi