ଦିଲ୍ଲୀରେ ଅନୁଭୂତ ହୋଇଥିବା ଭୂକମ୍ପନ ପରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମସ୍ତଙ୍କୁ ଶାନ୍ତ ରହିବା ସହ ସୁରକ୍ଷା ସାବଧାନତା ଅବଲମ୍ବନ କରିବାକୁ ଅନୁରୋଧ କରିଛନ୍ତି । ଶ୍ରୀ ମୋଦୀ କହିଛନ୍ତି ଯେ, ଅଧିକାରୀମାନେ ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି । ଏକ୍ସରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି : “ଦିଲ୍ଲୀ ଏବଂ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ଭୂକମ୍ପନ ଅନୁଭୂତ ହୋଇଥିଲା । ଏପରି ସ୍ଥିତିରେ ସମସ୍ତଙ୍କୁ ଶାନ୍ତ ରହିବା ସହ ସୁରକ୍ଷା ସାବଧାନତା ଅବଲମ୍ବନ କରିବାକୁ ଏବଂ ସମ୍ଭାବ୍ୟ କମ୍ପନ ପାଇଁ ସତର୍କ ରହିବାକୁ ଅନୁରୋଧ । ଅଧିକାରୀମାନେ ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି।” SR

 

 

 

Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
Over 3 lakh houses constructed under PM Awas Yojana in J&K

Media Coverage

Over 3 lakh houses constructed under PM Awas Yojana in J&K
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 24, 2025
March 24, 2025

Viksit Bharat: PM Modi’s Vision in Action