ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁରୁ ଚରଣ ଯାତ୍ରା ଅବସରରେ ଲୋକମାନଙ୍କୁ ହାର୍ଦ୍ଦିକ ଶୁଭକାମନା ଜଣାଇବା ସହ, ଶ୍ରୀ ଗୁରୁ ଗୋବିନ୍ଦ ସିଂହ ଏବଂ ମାତା ସାହିବ କୌରଙ୍କ କାଳଜୟୀ ଶିକ୍ଷା ଏବଂ ଆଧ୍ୟାତ୍ମିକ ଐତିହ୍ୟକୁ ସ୍ମରଣ କରିଛନ୍ତି ।

ସେ ନାଗରିକମାନଙ୍କୁ, ବିଶେଷକରି ଯାତ୍ରା ମାର୍ଗର ଲୋକମାନଙ୍କୁ ଏହି ଆଧ୍ୟାତ୍ମିକ ତୀର୍ଥଯାତ୍ରାରେ ଅଂଶଗ୍ରହଣ କରିବାକୁ ଏବଂ ପବିତ୍ର ‘ଜୋର ସାହିବ’ର ଦର୍ଶନ କରିବାକୁ ଅନୁରୋଧ କରିଛନ୍ତି ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ହରଦୀପ ସିଂହ ପୁରୀଙ୍କ ଦ୍ୱାରା ଏକ୍ସରେ କରାଯାଇଥିବା ଏକ ପୋଷ୍ଟର ଉତ୍ତର ଦେଇ ଶ୍ରୀ ମୋଦୀ କହିଛନ୍ତି;

“ଗୁରୁ ଚରଣ ଯାତ୍ରା ଶ୍ରୀ ଗୁରୁ ଗୋବିନ୍ଦ ସିଂହ ଏବଂ ମାତା ସାହିବ କୌରଙ୍କ ମହାନ ଆଦର୍ଶ ସହିତ ଆମର ସମ୍ପର୍କକୁ ଆହୁରି ନିବିଡ କରୁ । ମୁଁ ଲୋକମାନଙ୍କୁ ଅନୁରୋଧ କରୁଛି ଯେ, ଏହି ଯାତ୍ରା ଯେଉଁ ଅଞ୍ଚଳ ଦେଇ ଯିବ ସେମାନେ ସେଠାକୁ ଯାଇ ନିଶ୍ଚିତ ଭାବରେ ‘ଜୋର ସାହିବ’ ଦର୍ଶନ କରନ୍ତୁ ।

“ଗୁରୁ ଚରଣ ଯାତ୍ରା ଶ୍ରୀ ଗୁରୁ ଗୋବିନ୍ଦ ସିଂହ ଏବଂ ମାତା ସାହିବ କୌରଙ୍କ ମହାନ ଆଦର୍ଶ ସହିତ ଆମର ସମ୍ପର୍କ ଅଧିକ ନିବିଡ ହେଉ । ଏହି ଯାତ୍ରା ଯେଉଁ ସ୍ଥାନ ଦେଇ ଯିବ, ସେଠାରେ ଲୋକମାନଙ୍କୁ ମୁଁ ଅନୁରୋଧ କରୁଛି ଯେ, ସେମାନେ ନିଶ୍ଚୟ ‘ଜୋର ସାହିବ’ ଦର୍ଶନ କରନ୍ତୁ ।”

ਕਾਮਨਾ ਹੈ ਕਿ ਗੁਰੂ ਚਰਨ ਯਾਤਰਾ ਸ੍ਰੀ ਗੁਰੂ ਗੋਬਿੰਦ ਸਿੰਘ ਜੀ ਅਤੇ ਮਾਤਾ ਸਾਹਿਬ ਕੌਰ ਜੀ ਦੇ ਮਹਾਨ ਆਦਰਸ਼ਾਂ ਨਾਲ ਸਾਡਾ ਨਾਤਾ ਹੋਰ ਡੂੰਘਾ ਕਰੇ। ਜਿੱਥੋਂ ਇਹ ਯਾਤਰਾ ਗੁਜ਼ਰੇਗੀ, ਮੈਂ ਉਨ੍ਹਾਂ ਖੇਤਰਾਂ ਦੇ ਲੋਕਾਂ ਨੂੰ ਅਪੀਲ ਕਰਾਂਗਾ ਕਿ ਉਹ ਪਵਿੱਤਰ 'ਜੋੜੇ ਸਾਹਿਬ' ਦੇ ਦਰਸ਼ਨ ਕਰਨ।

“मेरी कामना है कि गुरु चरन यात्रा के साथ श्री गुरु गोबिंद सिंह जी और माता साहिब कौर जी के महान आदर्शों से हमारा जुड़ाव और गहरा हो। यह यात्रा जहां-जहां से गुजरेगी, वहां के लोगों से मेरा आग्रह है कि वे पवित्र 'जोड़े साहिब' के दर्शन करने अवश्य आएं।”

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Centre releases Rs 1.09 lakh crore tax devolution; Uttar Pradesh gets biggest share to accelerate development spending

Media Coverage

Centre releases Rs 1.09 lakh crore tax devolution; Uttar Pradesh gets biggest share to accelerate development spending
NM on the go

Nm on the go

Always be the first to hear from the PM. Get the App Now!
...
Governor of Jharkhand meets Prime Minister
August 03, 2026