ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତର ଯୁବପିଢ଼ିଙ୍କୁ ବିକଶିତ ଭାରତ ୟଙ୍ଗ ଲିଡର୍ସ ଡାଏଲଗ ୨.୦ରେ ସକ୍ରିୟ ଭାବରେ ଅଂଶଗ୍ରହଣ କରିବାକୁ ଆହ୍ୱାନ କରିଛନ୍ତି । ସେ ଏହାକୁ ରାଷ୍ଟ୍ର ନିର୍ମାଣରେ ଅର୍ଥପୂର୍ଣ୍ଣ ଯୋଗଦାନ ଦେବାର ଏକ ମୂଲ୍ୟବାନ ସୁଯୋଗ ଭାବରେ ବର୍ଣ୍ଣନା କରିଛନ୍ତି ।

ପ୍ରଧାନମନ୍ତ୍ରୀ ସମସ୍ତ ଯୁବ ନାଗରିକମାନଙ୍କୁ ଏହି ପଦକ୍ଷେପ ସହିତ ଜଡିତ ହେବାକୁ ଏବଂ ଏକ ବିକଶିତ ଭାରତ ପାଇଁ ସେମାନଙ୍କର ଦୃଷ୍ଟିକୋଣ ଶେୟାର କରିବାକୁ ଅନୁରୋଧ କରିଛନ୍ତି । ସ୍ୱତନ୍ତ୍ର ଭାବରେ ଡିଜାଇନ କରାଯାଇଥିବା ଏକ କୁଇଜ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ଏହି ଆଲୋଚନାରେ ଯୋଗ ଦେବାକୁ ସେ ଯୁବପିଢ଼ିଙ୍କୁ ଉତ୍ସାହିତ କରିଛନ୍ତି ।

ଏକ୍ସରେ ତାଙ୍କ ବାର୍ତ୍ତାରେ, ପ୍ରଧାନମନ୍ତ୍ରୀ କହିଛନ୍ତି;

“ବିକଶିତ ଭାରତ ୟଙ୍ଗ ଲିଡର୍ସ ଡାଏଲଗ୍ ୨.୦ ଆମ ଯୁବପିଢ଼ିଙ୍କ ପାଇଁ ରାଷ୍ଟ୍ର ନିର୍ମାଣରେ ଯୋଗ ଦେବାର ଏକ ସ୍ୱତନ୍ତ୍ର ସୁଯୋଗ । ଆମ ଯୁବପିଢ଼ିଙ୍କ ଚିନ୍ତାଧାରା ଏବଂ ଅନ୍ତର୍ଦୃଷ୍ଟି ଏକ ବିକଶିତ ଭାରତ ଗଠନର ପଥ ପ୍ରଶସ୍ତ କରିପାରିବ ।

ଏହି ଆଲୋଚନାରେ ଅଂଶଗ୍ରହଣ କରିବା ପାଇଁ ପ୍ରଥମେ ସ୍ୱତନ୍ତ୍ର ଭାବରେ ନିର୍ମିତ ଏହି କୁଇଜ ପ୍ରତିଯୋଗିତାରେ ଅଂଶଗ୍ରହଣ କରନ୍ତୁ । ମୁଁ ଆପଣମାନଙ୍କୁ ସମସ୍ତଙ୍କୁ ଏପରି ଅନୁରୋଧ କରୁଛି ...

https://mybharat.gov.in/quiz

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Govt disburses Rs 28,748 crore under 14 PLI schemes till December 2025

Media Coverage

Govt disburses Rs 28,748 crore under 14 PLI schemes till December 2025
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଫେବୃୟାରୀ 21, 2026
February 21, 2026

Citizens Agrees Modi Hai To Mumkin Hai: Human-Centric AI, Solar Surge & Manufacturing Boom – India’s Golden Rise