ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କଲମ୍ବୋରେ ଆଇପିକେଏଫ ସ୍ମାରକ ବୁଲିବା ସହ ସେଠାରେ ପୁଷ୍ପଞ୍ଜଳି ଅର୍ପଣ କରିଛନ୍ତି । ଶ୍ରୀଲଙ୍କାର ଶାନ୍ତି, ଏକତା ଏବଂ କ୍ଷେତ୍ରୀୟ ଅଖଣ୍ଡତା ସେବାରେ ପ୍ରାଣବଳି ଦେଇଥିବା ଭାରତୀୟ ଶାନ୍ତିସେନାର ବାହାଦୂର ଯବାନମାନଙ୍କୁ ସେ ଏହି ଅବସରରେ ପ୍ରଶଂସା କରିଥିଲେ ।

 

ଏକ୍ସ ରେ ପୋଷ୍ଟ କରି ପ୍ରଧାନମନ୍ତ୍ରୀ କହିଛନ୍ତି:

“କଲମ୍ବୋରେ ଆଇପିକେଏଫ ସ୍ମାରକରେ ଶ୍ରଦ୍ଧାଞ୍ଜଳି ଜଣାଇଲି । ଆମେ ଭାରତୀୟ ଶାନ୍ତିସେନାର ସେହି ଯବାନମାନଙ୍କୁ ସ୍ମରଣ କରୁଛୁ, ଯେଉଁମାନେ କି ଶ୍ରୀଲଙ୍କାର ଶାନ୍ତି, ଏକତା ଏବଂ କ୍ଷେତ୍ରୀୟ ଅଖଣ୍ଡତା ସେବାରେ ପ୍ରାଣବଳି ଦେଇଥିଲେ । ସେମାନଙ୍କ ଅତୁଟ ସାହସ ଏବଂ ପ୍ରତିବଦ୍ଧତା ଆମ ସମସ୍ତଙ୍କ ପାଇଁ ପ୍ରେରଣାର ସ୍ରୋତ ।”

“கொழும்பில் உள்ள இந்திய அமைதிப்படையினரின் நினைவுத் தூபியில் மலர்வளையம் வைத்து அஞ்சலி செலுத்தினேன். இலங்கையின் ஆட்புல ஒருமைப்பாடு, ஐக்கியம் மற்றும் சமாதானம் ஆகியவற்றுக்கான உயர்பணியில் தமது வாழ்வை தியாகம் செய்த இந்திய அமைதிகாக்கும் படையின் துணிச்சல் மிக்க வீரர்களை இச்சந்தர்ப்பத்தில் நாம் நினைவுகூர்கிறோம். அவர்களின் அசைக்க முடியாத தைரியமும், அர்ப்பணிப்பும் நம் அனைவரினதும் உத்வேகத்தின் ஆதாரமாக நிலைத்திருக்கின்றன.”

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Led by iPhones, India sees highest Q1 smartphone exports by value

Media Coverage

Led by iPhones, India sees highest Q1 smartphone exports by value
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁଲାଇ 29, 2026
July 29, 2026

Aatmanirbhar & Eco-Conscious: PM Modi’s Record of Results in Conservation, Banking, Exports & Beyond