ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରୀ ଶିବୁ ସୋରେନ୍ ଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବାକୁ ସାର ଗଙ୍ଗାରାମ ହସପିଟାଲରେ ପହଞ୍ଚିଥିଲେ ।

ଏକ୍ସ ରେ ଭିନ୍ନ ଭିନ୍ନ ପୋଷ୍ଟରେ ସେ ଲେଖିଛନ୍ତି:

“ଶ୍ରୀ ଶିବୁ ସୋରେନ ଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦେବାକୁ ସାର ଗଙ୍ଗାରାମ ହସପିଟାଲ ଯାଇଥିଲେ । ତାଙ୍କ ପରିବାରବର୍ଗଙ୍କୁ ମଧ୍ୟ ଭେଟିଥିଲେ । ହେମନ୍ତ ଜୀ, କଳ୍ପନା ଜୀ ଏବଂ ଶିବୁ ସୋରେନଙ୍କ ପ୍ରଶଂସକଙ୍କ ପ୍ରତି ମୋର ସମବେଦନା ।

@HemantSorenJMM

@JMMKalpanaSoren ”

 

“ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ଶିବୁ ସୋରେନ ଜୀଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ଅର୍ପଣ କଲି । ଦୁଃଖର ଏହି ସମୟରେ ତାଙ୍କ ପରିବାର ସଦସ୍ୟଙ୍କୁ ଭେଟି ସମବେଦନା ଜଣାଇଲି । ତାଙ୍କ ସମ୍ପୂର୍ଣ୍ଣ ଜୀବନ ଜନଜାତିଙ୍କ କଲ୍ୟାଣ ନିମନ୍ତେ ସମର୍ପିତ ଥିଲା, ଯେଉଁଥିପାଇଁ ସେ ସଦା ସ୍ମରଣୀୟ ହୋଇ ରହିବେ ।

@HemantSorenJMM

@JMMKalpanaSoren ”

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
PM Modi makes India stand tall

Media Coverage

PM Modi makes India stand tall
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଫେବୃୟାରୀ 1, 2026
February 01, 2026

Budget 2026-27: Building a Self-Reliant, Innovative India Under PM Modi’s Leadership