ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ୨୦୨୫ର ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ଦେଇଛନ୍ତି।

ପ୍ରଧାନମନ୍ତ୍ରୀ ଏକ ଟ୍ୱିଟରେ କହିଛନ୍ତି;
“୨୦୨୫ର ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ମତଦାନ କଲି ।”
Voted in the 2025 Vice President election. pic.twitter.com/soCoJJmHSI
— Narendra Modi (@narendramodi) September 9, 2025


