ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତ ଦ୍ୱାରା ପ୍ରତିଷ୍ଠିତ ଫିଡେ ବିଶ୍ୱକପ ୨୦୨୫ ଆୟୋଜନ କରିବାକୁ ପ୍ରସ୍ତୁତି କରୁଥିବାରୁ ଅତ୍ୟନ୍ତ ଗର୍ବ ଏବଂ ଉତ୍ସାହ ପ୍ରକାଶ କରିଛନ୍ତି । ଦୁଇ ଦଶନ୍ଧିରୁ ଅଧିକ ସମୟ ପରେ ଭାରତ ମାଟିରେ ଏହି ଟୁର୍ଣ୍ଣାମେଣ୍ଟ ହେବାକୁ ଯାଉଛି ।

ଏକ୍ସରେ ଅନ୍ତର୍ଜାତୀୟ ଚେସ୍ ଫେଡେରେସନର ପକ୍ଷରୁ କରଯାଇଥିବା ଏକ ପୋଷ୍ଟର ଉତ୍ତର ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଦୁଇ ଦଶନ୍ଧିରୁ ଅଧିକ ସମୟ ପରେ ଭାରତ ପ୍ରତିଷ୍ଠିତ ଫିଡେ ବିଶ୍ୱକପ ୨୦୨୫ ଆୟୋଜନ କରିବାକୁ ଯାଉଥିବାରୁ ଆନନ୍ଦିତ । ଆମ ଯୁବପିଢ଼ିଙ୍କ ମଧ୍ୟରେ ଚେସ୍‌ର ଲୋକପ୍ରିୟତା ବୃଦ୍ଧି ପାଉଛି। ମୁଁ ନିଶ୍ଚିତ ଯେ, ଏହି ଟୁର୍ଣ୍ଣାମେଣ୍ଟର ମ୍ୟାଚ ଅତ୍ୟନ୍ତ ରୋମାଞ୍ଚକର ହେବ ଏବଂ ବିଶ୍ୱର ଶ୍ରେଷ୍ଠ ଖେଳାଳିମାନଙ୍କର ପ୍ରତିଭା ପ୍ରଦର୍ଶନ କରିବ ।”

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Can we have a picture? BRICS delegates gather around PM Modi for candid photo op

Media Coverage

Can we have a picture? BRICS delegates gather around PM Modi for candid photo op
NM on the go

Nm on the go

Always be the first to hear from the PM. Get the App Now!
...
Prime Minister extends greetings on Rosh Hashanah to PM Netanyahu, people of Israel and Jewish communities worldwide
September 12, 2026

The Prime Minister, Shri Narendra Modi has extended greetings on the occasion of Rosh Hashanah to Prime Minister of Israel, Benjamin Netanyahu, the people of Israel and Jewish communities across the globe.

The Prime Minister wished that the new year be filled with peace, hope, good health and continued progress for all.

In a post on X, Shri Modi wrote;

“‎Shana Tova!

‎Wishing a very happy Rosh Hashanah to Prime Minister Netanyahu, the people of Israel and Jewish communities across the globe.

‎May the new year be filled with peace, hope, good health and continued progress for all.

‎שנה טובה!

 

‎ מאחל שנה טובה ושמחה לראש הממשלה נתניהו, לעם ישראל ולקהילות היהודיות ברחבי העולם.

 

‎ מי ייתן והשנה החדשה תביא עמה שלום, תקווה, בריאות טובה וקדמה לכולם.


‎ ⁦‪@netanyahu‬⁩”