ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସାମ ସରକାରଙ୍କ ନୂଆ ପଦକ୍ଷେପକୁ ସ୍ୱାଗତ କରିଛନ୍ତି ।

ଜୁନ୍ ୧୯ରୁ ଜୁନ୍ ୨୫ ତାରିଖ ପର୍ଯ୍ୟନ୍ତ ଆସାମ ସରକାର ୩୮ଟି ନୂତନ ମାଧ୍ୟମିକ ବିଦ୍ୟାଳୟ ଛାତ୍ର ସମାଜ ପାଇଁ ଉତ୍ସର୍ଗର୍ କରିବେ । ୩୮ଟି ବିଦ୍ୟାଳୟ ପକ୍ଷରୁ ୧୯ଟି ଚା ବଗିଚା ଅଞ୍ଚଳରେ ରହିବ ।

ଆସାମ ମୁଖ୍ୟମନ୍ତ୍ରୀ ଶ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କ ଏକ ଟୁଇଟର ଜବାବରେ ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି:

‘ପ୍ରଶଂସନୀୟ ପଦକ୍ଷେପ । ଶିକ୍ଷା ଏକ ସମୃଦ୍ଧ ରାଷ୍ଟ୍ରର ଆଧାର ଏବଂ ଏହି ନୂତନ ମାଧ୍ୟମିକ ସ୍କୁଲଗୁଡ଼ିକ ଯୁବପିଢ଼ି ପାଇଁ ଏକ ଦୃଢ଼ ମୂଳଦୁଆ ପ୍ରଦାନ କରିବ । ବିଶେଷକରି ଚା ବଗିଚା କ୍ଷେତ୍ର ପାଇଁ ପ୍ରତିବଦ୍ଧତା ବାବଦରେ ଜାଣି ଖୁସି ହେଲି ।’ 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India car sales to hit 4.7 million in FY26 despite bumps

Media Coverage

India car sales to hit 4.7 million in FY26 despite bumps
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 16, 2026
March 16, 2026

Thoughtful Strength: Balancing Security, Growth, and Autonomy Under PM Modi's Leadership