ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମସ୍ତଙ୍କୁ ଶାନ୍ତି, କରୁଣା ଏବଂ ଆଶାରେ ପରିପୂର୍ଣ୍ଣ ଏକ ଆନନ୍ଦମୟ ଖ୍ରୀଷ୍ଟମାସର ଶୁଭେଚ୍ଛା ଜଣାଇଛନ୍ତି । "ଯୀଶୁ ଖ୍ରୀଷ୍ଟଙ୍କ ଶିକ୍ଷା ଆମ ସମାଜରେ ସୌହାର୍ଦ୍ଦ୍ୟକୁ ମଜବୁତ କରୁ", ଶ୍ରୀ ମୋଦୀ କହିଛନ୍ତି।
ପ୍ରଧାନମନ୍ତ୍ରୀ ‘ଏକ୍ସ’ରେ ପୋଷ୍ଟ କରିଛନ୍ତି:
"ସମସ୍ତଙ୍କୁ ଶାନ୍ତି, କରୁଣା ଏବଂ ଆଶାରେ ପରିପୂର୍ଣ୍ଣ ଏକ ଆନନ୍ଦଦାୟକ ଖ୍ରୀଷ୍ଟମାସ କାମନା କରୁଛି। ଯୀଶୁଖ୍ରୀଷ୍ଟଙ୍କ ଶିକ୍ଷା ଆମ ସମାଜରେ ସୌହାର୍ଦ୍ଦ୍ୟକୁ ସୁଦୃଢ଼ କରୁ ।’’
Wishing everyone a joyous Christmas filled with peace, compassion and hope. May the teachings of Jesus Christ strengthen harmony in our society.
— Narendra Modi (@narendramodi) December 25, 2025


