ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାରାଣୀ ଏଲିଜାବେଥଙ୍କର କୋଭିଡରୁ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ଏବଂ ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ ପାଇଁ ପ୍ରାର୍ଥନା କରିଛନ୍ତି ।
ବ୍ରିଟେନର ପ୍ରଧାନମନ୍ତ୍ରୀ ମାନ୍ୟବର ବୋରିସ୍ ଜନସନଙ୍କ ଏକ ଟୁଇଟର ଜବାବରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ମୁଁ ମହାରାଣୀ ଏଲିଜାବେଥଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି ଏବଂ ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ ପାଇଁ ପ୍ରାର୍ଥନା କରୁଛି ।”
I wish Her Majesty Queen Elizabeth a speedy recovery and pray for her good health. https://t.co/Em873ikLl8
— Narendra Modi (@narendramodi) February 20, 2022


