ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କିଭ୍ ଠାରେ ୟୁକ୍ରେନର ରାଷ୍ଟ୍ରପତି ମହାମହିମ ଶ୍ରୀ ଭୋଲୋଦିମିର ଜେଲେନସ୍କିଙ୍କୁ ସାକ୍ଷାତ କରିଛନ୍ତି । ମେରିନସ୍କି ପ୍ୟାଲେସରେ ପହଞ୍ଚିବା ପରେ ରାଷ୍ଟ୍ରପତି ଜେଲେନସ୍କି ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରିଥିଲେ ।

 

ଦୁଇ ନେତା ଦ୍ୱିପାକ୍ଷିକ ସମ୍ପର୍କର ସମଗ୍ର ଦିଗ ଉପରେ ଆଲୋଚନା କରିଥିଲେ ଏବଂ ପାରସ୍ପରିକ ସ୍ୱାର୍ଥସମ୍ପନ୍ନ ଆଞ୍ଚଳିକ ଏବଂ ବିଶ୍ୱସ୍ତରୀୟ ପ୍ରସଙ୍ଗ ଉପରେ ମତ ବିନିମୟ କରିଥିଲେ । ବୈଠକ ପରେ ଏକ ମିଳିତ ବିବୃତି ପ୍ରକାଶ ପାଇଛି।

 

ଦୁଇ ନେତା ଙ୍କ ମଧ୍ୟରେ ୪ଟି ଚୁକ୍ତି ସ୍ୱାକ୍ଷରିତ ହୋଇଛି । ସେଗୁଡ଼ିକ ହେଲା (୧) କୃଷି ଓ ଖାଦ୍ୟ ଉଦ୍ୟୋଗ କ୍ଷେତ୍ରରେ ସହଯୋଗ ରାଜିନାମା; (ମେଡିକାଲ ଉତ୍ପାଦ ନିୟନ୍ତ୍ରଣ କ୍ଷେତ୍ରରେ ସହଯୋଗ ପାଇଁ ବୁଝାମଣାପତ୍ର; (ଉଚ୍ଚ ପ୍ରଭାବଶାଳୀ ଗୋଷ୍ଠୀ ଉନ୍ନୟନ ପ୍ରକଳ୍ପଗୁଡ଼ିକର କାର୍ଯ୍ୟକାରିତା ପାଇଁ ଭାରତୀୟ ମାନବିକ ଅନୁଦାନ ସହାୟତା ଉପରେ ବୁଝାମଣାପତ୍ରଏବଂ (୪) ୨୦୨୪-୨୦୨୮ ପାଇଁ ସାଂସ୍କୃତିକ ସହଯୋଗ କାର୍ଯ୍ୟକ୍ରମ ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Major Make in India boost: Army tests Divyastra Mk-1 built for intelligence, surveillance

Media Coverage

Major Make in India boost: Army tests Divyastra Mk-1 built for intelligence, surveillance
NM on the go

Nm on the go

Always be the first to hear from the PM. Get the App Now!
...
Prime Minister shares a Sanskrit Subhashitam highlighting the virtues of firm resolve, self-control, and wisdom
June 02, 2026

Prime Minister Shri Narendra Modi today shared a Sanskrit Subhashitam, observing that firm resolve and self-control are the powers that make even the most difficult paths easy. Shri Modi highlighted that today, our youth are continuously engaged in nation-building with this very resolve.

The Prime Minister posted on X:

"दृढ़ निश्चय और आत्म-संयम वह शक्ति है, जो कठिन से कठिन राह को भी आसान बना देती है। आज हमारे युवा साथी इसी संकल्प के साथ राष्ट्र निर्माण में निरंतर जुटे हुए हैं।

निश्चित्य यः प्रक्रमते
नान्तर्वसति कर्मणः।

अबन्ध्यकालो वश्यात्मा
स वै पण्डित उच्यते॥"

A person who begins a task after careful deliberation and with firm resolve, who never leaves it unfinished, who uses time wisely and who maintains complete control over their senses, such a person alone is truly wise.