ସେୟାର
 
Comments

ପ୍ରଧାନମନ୍ତ୍ରୀଶ୍ରୀ ନରେନ୍ଦ୍ର ମୋଦୀ ଫେବୃୟାରୀ 1ରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ସହ ଟେଲିଫୋନ ବାର୍ତ୍ତାଳାପ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ଜାନୁୟାରୀ 29, 2021ରେ ନୂଆଦିଲ୍ଲୀସ୍ଥିତ ଇସ୍ରାଏଲୀ ଦୂତାବାସ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ଦୃଢ଼ ନିନ୍ଦା କରିଥିଲେ । ଇସ୍ରାଏଲୀ କୂଟନୀତିଜ୍ଞ ଓ ଦୂତାବାସର ସୁରକ୍ଷା ତଥା ନିରାପତ୍ତାକୁ ଭାରତ ସର୍ବାଧିକ ଗୁରୁତ୍ୱ ପ୍ରଦାନ କରେ ବୋଲି ପ୍ରଧାନମନ୍ତ୍ରୀମୋଦୀ ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କୁ ଆଶ୍ୱାସନା ଦେବାସହ ଦୋଷୀବ୍ୟକ୍ତିଙ୍କୁ ଖୋଜି ଦଣ୍ଡିତ କରିବାକୁ ସମସ୍ତ ଶକ୍ତି ବିନିଯୋଗ କରାଯିବ ବୋଲି କହିଛନ୍ତି । ଏହି ପ୍ରସଙ୍ଗରେ ଭାରତ ଓ ଇସ୍ରାଏଲ ସୁରକ୍ଷା ସଂସ୍ଥାଗୁଡିକ ମଧ୍ୟରେ ଉତମ ସମନ୍ୱୟ ଥିବାରୁ ଉଭୟନେତା ସନ୍ତୋଷ ବ୍ୟକ୍ତ କରିଥିଲେ । ନିଜ ନିଜ ଦେଶରେ କୋଭିଡ-19 ମହାମାରୀ ଲଢେଇର ଅଗ୍ରଗତି ଓ ଏ କ୍ଷେତ୍ରରେ ସହଯୋଗର ସମ୍ଭାବନା ସମ୍ପର୍କରେ ଦୁଇନେତା ଆଲୋଚନା କରିଥିଲେ ।

 

ପ୍ରଧାନମନ୍ତ୍ରୀ ମୋଦୀଙ୍କ 'ମନ କି ବାତ' ପାଇଁ ଆପଣଙ୍କ ବିଚାର ଏବଂ ଅନ୍ତର୍ଦୃଷ୍ଟି ପଠାନ୍ତୁ !
20ଟି ଫୋଟଚିତ୍ର 20 ବର୍ଷର ସେବା ଓ ସମର୍ପଣର ବ୍ୟାଖ୍ୟା କରୁଛି
Explore More
ଦିୱାଲୀ ଅବସରରେ ଜମ୍ମୁ-କଶ୍ମୀର ନୌଶେରାରେ ଭାରତୀୟ ସଶସ୍ତ୍ରବାହିନୀର ସୈନିକମାନଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ମତବିନିମୟ

ଲୋକପ୍ରିୟ ଅଭିଭାଷଣ

ଦିୱାଲୀ ଅବସରରେ ଜମ୍ମୁ-କଶ୍ମୀର ନୌଶେରାରେ ଭାରତୀୟ ସଶସ୍ତ୍ରବାହିନୀର ସୈନିକମାନଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ମତବିନିମୟ
Over 130 cr Covid vaccine doses administered so far, says government

Media Coverage

Over 130 cr Covid vaccine doses administered so far, says government
...

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଡିସେମ୍ବର 8, 2021
December 08, 2021
ସେୟାର
 
Comments

The country exported 6.05 lakh tonnes of marine products worth Rs 27,575 crore in the first six months of the current financial year 2021-22

Citizens rejoice as India is moving forward towards the development path through Modi Govt’s thrust on Good Governance.