କେନ୍ଦ୍ରୀୟ ଶିଳ୍ପ ସୁରକ୍ଷା ବଳ (ସିଆଇଏସ୍ଏଫ୍) ପ୍ରତିଷ୍ଠା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସିଆଇଏସ୍ଏଫ୍ କର୍ମଚାରୀ ଏବଂ ସେମାନଙ୍କ ପରିବାର ବର୍ଗଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

 

ଏକ ଟ୍ଵିଟ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, “ପ୍ରତିଷ୍ଠା ଦିବସରେ, ସାହସୀ ସିଆଇଏସ୍ଏଫ୍ କର୍ମଚାରୀ ଏବଂ ସେମାନଙ୍କ ପରିବାରବର୍ଗକୁ ଶୁଭେଚ୍ଛା । ଜାତୀୟ ସୁରକ୍ଷା ଏବଂ ପ୍ରଗତିକୁ ଆଗେଇନେବାରେ ସେମାନଙ୍କ ଭୂମିକା ଅତ୍ୟନ୍ତ ମୂଲ୍ୟବାନ। 2019ରେ ସିଆଇଏସ୍ଏଫ୍ ପ୍ରତିଷ୍ଠା ଦିବସରେ ମୁଁ ଯୋଗଦେଇଥିଲି। ମୁଁ ସେଠାରେ ଯାହା କହିଥିଲି, ତାହା ଏଠାରେ ଅଛି।”

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India-EU trade pact to better tech access

Media Coverage

India-EU trade pact to better tech access
NM on the go

Nm on the go

Always be the first to hear from the PM. Get the App Now!
...
Governor of Nagaland meets Prime Minister
March 24, 2026