ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ମଥୁରାସ୍ଥିତ ଶ୍ରୀକୃଷ୍ଣ ଜନ୍ମଭୂମି ମନ୍ଦିର ଦର୍ଶନ ଓ ପୂଜା କରିଛନ୍ତି ।

 

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:

 

‘ମଥୁରାରେ ଶ୍ରୀକୃଷ୍ଣ ଜନ୍ମଭୂମି ମନ୍ଦିରରେ ଦିବ୍ୟ ପୂଜନର ସୌଭାଗ୍ୟ ମିଳିଲା । ବ୍ରଜର ପ୍ରତି କୋଣରେ ଥିବା ଗିରିଧର ଗୋପାଳଙ୍କ ମନୋହର ଦର୍ଶନ ଭାବବିଭୋର କଲା । ମୁଁ ତାଙ୍କ ନିକଟରେ ଦେଶର ମୋର ସମସ୍ତ ପରିବାରଜନଙ୍କ ସୁଖ-ସମୃଦ୍ଧି ଓ କଲ୍ୟାଣ କାମନା କରିଛି ।’

 

ପ୍ରଧାନମନ୍ତ୍ରୀଙ୍କ ସହ ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀମତୀ ଆନନ୍ଦୀବେନ୍ ପଟେଲ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥ ଉପସ୍ଥିତ ଥିଲେ ।

 

The Prime Minister was accompanied by the Governor of Uttar Pradesh, Smt Anandiben Patel and the Chief Minister of Uttar Pradesh, Shri Yogi Adityanath.

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Exports may hit $1 Tn in FY27 on new trade deals, tariff cuts

Media Coverage

Exports may hit $1 Tn in FY27 on new trade deals, tariff cuts
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଫେବୃୟାରୀ 10, 2026
February 10, 2026

Stable Banks, Soaring Growth, Sectoral Wins: Celebrating India's Unstoppable Rise in 2026 Under PM Modi