ଭାରତ-ଇସ୍ରାଏଲ୍ ସମ୍ପର୍କକୁ ସୁଦୃଢ଼ କରିବାରେ ନେତାନ୍ୟାହୁଙ୍କ ଅବଦାନ ଉଲ୍ଲେଖ କଲେ
ଭାରତ-ଇସ୍ରାଏଲ୍ ରଣନୈତିକ ସହଭାଗିତାକୁ ଆହୁରି ମଜଭୁତ କରିବାକୁ ଦୁଇ ନେତା ସେମାନଙ୍କର ପ୍ରତିବଦ୍ଧତାକୁ ଦୋହରାଇଲେ

ଇସ୍ରାଏଲ୍‌ର ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ନିର୍ବାଚନରେ ପୁନଃ ନିର୍ବାଚିତ ହୋଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆଜି ଫୋନ୍ ମାଧ୍ୟମରେ ଅଭିନନ୍ଦନ ଜଣାଇଛନ୍ତି ।

ଭାରତର ଲୋକମାନଙ୍କ ନିମନ୍ତେ ତାଙ୍କର ଗଭୀର ସ୍ନେହ ଓ ଅଭିନନ୍ଦନ ପାଇଁ ଧନ୍ୟବାଦ ଦେବା ଅବସରରେ ପ୍ରଧାନମନ୍ତ୍ରୀ ବର୍ଷ ବର୍ଷ ଧରି ଭାରତ-ଇସ୍ରାଏଲ୍ ସମ୍ପର୍କକୁ ମଜଭୁତ କରିବା ଦିଗରେ ତାଙ୍କର ଉଲ୍ଲେଖନୀୟ ଅବଦାନ ଉଲ୍ଲେଖ କରିଥିଲେ ।

ଭାରତ-ଇସ୍ରାଏଲ୍‌ର ସମସ୍ତ କ୍ଷେତ୍ରରେ ରଣନୈତିକ ସହଭାଗିତାକୁ ଆହୁରି ମଜଭୁତ କରିବାକୁ ଦୁଇ ନେତା ସେମାନଙ୍କର ପ୍ରତିବଦ୍ଧତାକୁ ଦୋହରାଇଥିଲେ ।

ଏହି ଅବସରରେ ଯୋଗାଯୋଗରେ ରହିବାକୁ ସେମାନେ ସହମତ ହୋଇଥିଲେ ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Cabinet approves Rs 62,500 crore for mobile phone PLI scheme 2.0

Media Coverage

Cabinet approves Rs 62,500 crore for mobile phone PLI scheme 2.0
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁଲାଇ 15, 2026
July 15, 2026

Rooted in Tradition, Built for Tomorrow: PM Modi’s Blueprint for a Developed India