ସେୟାର
 
Comments

ଆଜି ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଅବସରରେ ଗୁଜରାଟର କେୱଡିଆଠାରେ ଥିବା ପ୍ରସିଦ୍ଧ ଷ୍ଟାଚ୍ୟୁ ଅଫ ୟୁନିଟିଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତର ଲୌହମାନବ ସର୍ଦ୍ଦାର ବଲ୍ଳଭ ଭାଇ ପଟେଲଙ୍କୁ ପୁଷ୍ପମାଲ୍ୟ ପ୍ରଦାନ ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ସର୍ଦ୍ଦାର ପଟେଲଙ୍କ ଜୟନ୍ତୀକୁ ରାଷ୍ଟ୍ରୀୟ ଏକତା ଦିବସ ଭାବେ ପାଳନ କରାଯାଏ ।

ଏକ ଭାରତ ଶ୍ରେଷ୍ଠ ଭାରତ ଲକ୍ଷ୍ୟ ହାସଲ କରିବାର ଭାବନାରେ ସମଗ୍ର ଦେଶବ୍ୟାପୀ ଏକତାର ଦୌଡ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା ।

ପ୍ରଧାନମନ୍ତ୍ରୀ କହିଲେ ଯେ, “ସର୍ଦ୍ଦାର ପଟେଲଙ୍କୁ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି । ଦେଶ ପାଇଁ ତାଙ୍କ ଯୋଗଦାନ ଚିର ସ୍ମରଣୀୟ ।”

ସେ ଜଣେ ମହାନ ବ୍ୟକ୍ତି ଥିଲେ, ଯିଏକି ଭାରତକୁ ଏକତ୍ରିତ କରିପାରିଥିଲେ । ସେ ଜଣେ କୃଷକ ନେତା, ଶ୍ରେଷ୍ଠ ପ୍ରଶାସକ ଥିଲେ ଏବଂ ଗରିବଙ୍କ ଅଧିକାରକୁ ସୁରକ୍ଷା ଦେବାରେ କେବେ ବି ସାଲିସ କରୁନଥିଲେ । ଦେଶ ସବୁବେଳେ ତାଙ୍କ ଅତୁଳନୀୟ ଯୋଗଦାନକୁ ମନେ ପକାଇବ ।

ପ୍ରଧାନମନ୍ତ୍ରୀ ମଧ୍ୟ କେୱଡିଆଠାରେ ରାଷ୍ଟ୍ରୀୟ ଏକତା ଦିବସର ଶପଥ ପାଠ କରାଇଥିଲେ ।

20ଟି ଫୋଟଚିତ୍ର 20 ବର୍ଷର ସେବା ଓ ସମର୍ପଣର ବ୍ୟାଖ୍ୟା କରୁଛି
Explore More
ଆମକୁ ‘ଚଳେଇ ନେବା’ ମାନସିକତାକୁ ଛାଡି  'ବଦଳିପାରିବ' ମାନସିକତାକୁ ଆଣିବାକୁ ପଡ଼ିବ :ପ୍ରଧାନମନ୍ତ୍ରୀ ମୋଦୀ

ଲୋକପ୍ରିୟ ଅଭିଭାଷଣ

ଆମକୁ ‘ଚଳେଇ ନେବା’ ମାନସିକତାକୁ ଛାଡି 'ବଦଳିପାରିବ' ମାନସିକତାକୁ ଆଣିବାକୁ ପଡ଼ିବ :ପ୍ରଧାନମନ୍ତ୍ରୀ ମୋଦୀ
An order that looks beyond just economics, prioritises humans

Media Coverage

An order that looks beyond just economics, prioritises humans
...

Nm on the go

Always be the first to hear from the PM. Get the App Now!
...
ସେୟାର
 
Comments

Join Live for Mann Ki Baat