ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହର୍ଷି ଦୟାନନ୍ଦ ସରସ୍ୱତୀଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଶ୍ରୀ ମୋଦୀ କହିଥିଲେ ଯେ ସେ କେବଳ ଶିକ୍ଷାକୁ ପ୍ରୋତ୍ସାହିତ କରିବାରେ ନୁହେଁ, ବରଂ ଭାରତୀୟ ସଂସ୍କୃତି ଏବଂ ପରମ୍ପରାକୁ ସମୃଦ୍ଧ କରିବାରେ ମଧ୍ୟ ଅତୁଳନୀୟ ଯୋଗଦାନ ଦେଇଛନ୍ତି। ସାମାଜିକ ସଂସ୍କାର ପାଇଁ ତାଙ୍କର ପ୍ରୟାସ ଦେଶର ଲୋକମାନଙ୍କ ପାଇଁ ପ୍ରେରଣାର ଉତ୍ସ ଭାବେ କାର୍ଯ୍ୟ ଜାରି ରଖିବୋଲି ଶ୍ରୀ ମୋଦୀ କହିଥିଲେ।

ପ୍ରଧାନମନ୍ତ୍ରୀ 'ଏକ୍ସ’ ରେ ପୋଷ୍ଟ କରିଛନ୍ତି:

"ମା ଭାରତୀଙ୍କ ସେବା ପାଇଁ ସାରା ଜୀବନ ଉତ୍ସର୍ଗୀକୃତ ଥିବା ମହର୍ଷି ଦୟାନନ୍ଦ ସରସ୍ୱତୀ ଜୀଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି। ଶିକ୍ଷାର ପ୍ରୋତ୍ସାହନ ତଥା ଭାରତୀୟ ସଂସ୍କୃତି ଓ ପରମ୍ପରାକୁ ସମୃଦ୍ଧ କରିବାରେ ତାଙ୍କର ଅତୁଳନୀୟ ଯୋଗଦାନ ରହିଛି। ସାମାଜିକ ସଂସ୍କାର ପାଇଁ ତାଙ୍କର ପ୍ରୟାସ ଦେଶବାସୀଙ୍କ ପାଇଁ ପ୍ରେରଣାର ଉତ୍ସ ହୋଇ ରହିବ ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Second consignment of 37.5 tonnes HADR aid reaches flood-hit Nepal; India sends 47.5 tonnes of relief material in total

Media Coverage

Second consignment of 37.5 tonnes HADR aid reaches flood-hit Nepal; India sends 47.5 tonnes of relief material in total
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 28, 2026
August 28, 2026

India’s Growth Story, Grounded: Inclusion, Exports, and Infrastructure Under One Vision of PM Modi