ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କୁ ତାଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଶ୍ରୀ ମୋଦୀ କହିଥିଲେ ଯେ ମୂଲ୍ୟବୋଧ ଉପରେ ଆଧାରିତ ତାଙ୍କର ନୀତି ଏବଂ ବିଚାର ଦେଶର ପ୍ରତ୍ୟେକ ପିଢ଼ି ପାଇଁ ପଥପ୍ରଦର୍ଶକ ହୋଇ ରହିବ।
ପ୍ରଧାନମନ୍ତ୍ରୀ 'ଏକ୍ସ ’ ରେ ପୋଷ୍ଟ କରିଛନ୍ତି:
"ମାତୃଭୂମିର ଜଣେ ପ୍ରଖର ଉପାସକ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ଜୀଙ୍କୁ ତାଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି। ମୂଲ୍ୟବୋଧ ଉପରେ ଆଧାରିତ ତାଙ୍କର ନୀତି ଏବଂ ବିଚାର ଦେଶର ପ୍ରତ୍ୟେକ ପିଢ଼ିକୁ ମାର୍ଗଦର୍ଶନ ଜାରି ରଖିବ ।
मातृभूमि के अनन्य उपासक पंडित दीनदयाल उपाध्याय जी को उनकी पुण्यतिथि पर सादर नमन। मूल्यों पर आधारित उनके सिद्धांत और विचार देश की हर पीढ़ी के लिए पथ-प्रदर्शक बने रहेंगे।
— Narendra Modi (@narendramodi) February 11, 2026


