ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ୱାର୍ସର କ୍ୟାସିନୋ ମଣ୍ଟେ ଯୁଦ୍ଧ ସ୍ମାରକୀରେ ପୁଷ୍ପମାଲ୍ୟ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ଏହି ସ୍ମାରକୀ ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ଇଟାଲୀର ପ୍ରସିଦ୍ଧ ମଣ୍ଟେ କ୍ୟାସିନୋ ଯୁଦ୍ଧରେ ଲଢ଼ିଥିବା ପୋଲାଣ୍ଡ, ଭାରତ ଏବଂ ଅନ୍ୟାନ୍ୟ ଦେଶର ସୈନିକମାନଙ୍କର ବଳିଦାନ ଓ ବୀରତ୍ୱକୁ ସ୍ମରଣ କରାଇଥାଏ । ପ୍ରଧାନମନ୍ତ୍ରୀଙ୍କ ସ୍ମାରକୀ ପରିଦର୍ଶନ ଭାରତ ଏବଂ ପୋଲାଣ୍ଡ ମଧ୍ୟରେ ଅଂଶୀଦାରିତ ଇତିହାସ ଓ ଦୃଢ଼ ସମ୍ପର୍କକୁ ସୂଚିତ କରୁଛି ଯାହା ଅନ୍ୟମାନଙ୍କୁ ପ୍ରେରଣା ଯୋଗାଇବ ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Khichdi To Moringa Paratha: 7 Traditional Foods PM Modi Loves

Media Coverage

Khichdi To Moringa Paratha: 7 Traditional Foods PM Modi Loves
NM on the go

Nm on the go

Always be the first to hear from the PM. Get the App Now!
...
Prime Minister condoles loss of lives in a mishap in Suryapet, Telangana
August 26, 2026

The Prime Minister, Shri Narendra Modi expressed grief over the loss of lives due to a mishap at Suryapet, Telangana. Shri Modi also prayed for the speedy recovery of the injured.

The Prime Minister posted on X:

Distressed to learn about the mishap in Suryapet, Telangana. My thoughts are with those who have lost their loved ones. Praying for the speedy recovery of the injured: PM @narendramodi